2 Samuel 19:22 — Compare Translations

5 translations compared side by side

Odia - 1840
"ଦାଉଦ କହିଲଲ, ସହ ସରକ୍ସ୍ଟଯାର ପକ୍ସ୍ଟତ୍ର, ତୁମ୍ଭମାନଙ୍କ ସହିତ ମୁ କ'ଣ କରିବି? ଆଜି ତୁମ୍ଲଭମାଲନସମାର ବିରକ୍ସ୍ଟଦ୍ଧସର ଅଛ। ଇଶ୍ରାଲୟଲସରସକୗଣସିସଲାକକୁ ମୃତକ୍ସ୍ଟ୍ଯ ଦଣ୍ତ ଦିଆୟିବ ନାହିଁ। ଆଜି ମୁ ଜାଲଣସଯ ମୁ ଇଶ୍ରାଲୟଲ ଉପଲର ରାଜା ଅଲଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଦାଉଦ କହିଲେ, ହେ ସରୁୟାର ପୁତ୍ରଗଣ, ତୁମ୍ଭମାନଙ୍କ ସହିତ ଆମ୍ଭର ବିଷୟ କି ଯେ, ତୁମ୍ଭେମାନେ ଆଜି ମୋର ବିପକ୍ଷ ହେଉଅଛ? ଆଜି ଇସ୍ରାଏଲ ମଧ୍ୟରେ କି କାହାରି ପ୍ରାଣଦଣ୍ତ ହେବ? ଆଜି ମୁଁ ଇସ୍ରାଏଲ ଉପରେ ରାଜା ଅଟେ, ଏହା କି ମୁଁ ଜାଣୁ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ କହିଲେ, “ହେ ସରୁୟାର ପୁତ୍ର, ତୁମ୍ଭମାନଙ୍କ ସହିତ ମୁଁ କ’ଣ କରିବି? ଆଜି ତୁମ୍ଭେମାନେ ମୋର ବିରୁଦ୍ଧରେ ଅଛ। ଇସ୍ରାଏଲରେ କୌଣସି ଲୋକକୁ ମୃତ୍ୟୁ ଦଣ୍ତ ଦିଆଯିବ ନାହିଁ। ଆଜି ମୁଁ ଜାଣେ ଯେ ମୁଁ ଇସ୍ରାଏଲ ଉପରେ ରାଜା ଅଟେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଦାଉଦ କହିଲେ, “ହେ ସରୁୟାର ପୁତ୍ରଗଣ, ତୁମ୍ଭମାନଙ୍କ ସହିତ ଆମ୍ଭର ବିଷୟ କʼଣ ଯେ, ତୁମ୍ଭେମାନେ ଆଜି ମୋର ବିପକ୍ଷ ହେଉଅଛ? ଆଜି ଇସ୍ରାଏଲ ମଧ୍ୟରେ କʼଣ କାହାରି ପ୍ରାଣଦଣ୍ଡ ହେବ? ଆଜି ମୁଁ ଇସ୍ରାଏଲ ଉପରେ ରାଜା ଅଟେ, ଏହା କʼଣ ମୁଁ ଜାଣୁ ନାହିଁ?”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଦାଉଦ କହିଲେ, “ହେ ସରୁୟାର ପୁତ୍ରଗଣ, ତୁମ୍ଭମାନଙ୍କ ସହିତ ଆମ୍ଭର ବିଷୟ କ’ଣ ଯେ, ତୁମ୍ଭେମାନେ ଆଜି ମୋର ବିପକ୍ଷ ହେଉଅଛ? ଆଜି ଇସ୍ରାଏଲ ମଧ୍ୟରେ କ’ଣ କାହାରି ପ୍ରାଣଦଣ୍ଡ ହେବ? ଆଜି ମୁଁ ଇସ୍ରାଏଲ ଉପରେ ରାଜା ଅଟେ, ଏହା କ’ଣ ମୁଁ ଜାଣୁ ନାହିଁ?”