2 Samuel 19:23 — Compare Translations
5 translations compared side by side
Odia - 1840
"ତା'ପଲର ରାଜା ଶିମିଯିକକ୍ସ୍ଟ କହିଲଲ, ତୁମ୍ଲଭ ମରିବ ନାହିଁ। ରାଜା ଏହା ଶିମିଯି ନିକଟଲର ଶପଥ କଲଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ରାଜା ଶିମୀୟିକି କହିଲେ, ତୁମ୍ଭେ ମରିବ ନାହିଁ । ପୁଣି ରାଜା ତାହା ନିକଟରେ ଶପଥ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ରାଜା ଶିମିୟିକୁ କହିଲେ, “ତୁମ୍ଭେ ମରିବ ନାହିଁ।” ରାଜା ଏହା ଶିମିୟି ନିକଟରେ ଶପଥ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ରାଜା ଶିମୀୟିଙ୍କୁ କହିଲେ, “ତୁମ୍ଭେ ମରିବ ନାହିଁ।” ପୁଣି ରାଜା ତାହା ନିକଟରେ ଶପଥ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ରାଜା ଶିମୀୟିଙ୍କୁ କହିଲେ, “ତୁମ୍ଭେ ମରିବ ନାହିଁ।” ପୁଣି ରାଜା ତାହା ନିକଟରେ ଶପଥ କଲେ।