2 Samuel 19:24 — Compare Translations

5 translations compared side by side

Odia - 1840
"ଶାଉଲଙ୍କର ପୌତ୍ର ମଫୀବୋଶତ୍ ରାଜାଙ୍କକ୍ସ୍ଟ ଭଲଟିବା ପାଇଁ ଆସିଲା। ରାଜା ୟିରକ୍ସ୍ଟଶାଲମ ଛାଡିବା ଦିନଠାରକ୍ସ୍ଟ ମଫୀବୋଶତ୍ ତା'ର ଦାଢି କାଟି ନ ଥିଲା। ନିଜର ପାଦସଧାଇ ନଥିଲା, ତା'ର ବସ୍ତ୍ର ମଧ୍ଯ ସଫା କରି ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଶାଉଲଙ୍କ ପୌତ୍ର ମଫୀବୋଶତ୍ ରାଜାଙ୍କୁ ଭେଟିବା ପାଇଁ ଆସିଲା; ଆଉ ରାଜା ପ୍ରସ୍ଥାନ କରିବା ଦିନଠାରୁ କୁଶଳରେ ଗୃହକୁ ଆସିବା ଦିନ ପର୍ଯ୍ୟନ୍ତ ମଫୀବୋଶତ୍ ଆପଣା ପାଦ ପରିଷ୍କାର କରି ନ ଥିଲା, କି ଦାଢ଼ି କ୍ଷୌର ହୋଇ ନ ଥିଲା, କିଅବା ଆପଣା ବସ୍ତ୍ର ଧୌତ କରି ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମଫୀବୋଶତ୍ ରାଜାଙ୍କୁ ସାକ୍ଷାତ କରିବାକୁ ଗଲେ ଶାଉଲଙ୍କର ପୌତ୍ର ମଫୀବୋଶତ୍ ରାଜାଙ୍କୁ ଭେଟିବା ପାଇଁ ଆସିଲା। ରାଜା ଯିରୁଶାଲମ ଛାଡ଼ିବା ଦିନଠାରୁ ମଫୀବୋଶତ୍ ତା’ର ଦାଢ଼ି କାଟି ନ ଥିଲା। ନିଜର ପାଦ ଧୋଇ ନ ଥିଲା, ତା’ର ବସ୍ତ୍ର ମଧ୍ୟ ସଫା କରି ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଶାଉଲଙ୍କ ପୌତ୍ର ମଫୀବୋଶତ୍‍ ରାଜାଙ୍କୁ ସାକ୍ଷାତ କରିବା ପାଇଁ ଆସିଲା; ଆଉ ରାଜା ପ୍ରସ୍ଥାନ କରିବା ଦିନଠାରୁ କୁଶଳରେ ଗୃହକୁ ଆସିବା ଦିନ ପର୍ଯ୍ୟନ୍ତ ମଫୀବୋଶତ୍‍ ଆପଣା ପାଦ ପରିଷ୍କାର କରି ନ ଥିଲା, କି ଦାଢ଼ି କ୍ଷୌର ହୋଇ ନ ଥିଲା, କିଅବା ଆପଣା ବସ୍ତ୍ର ଧୌତ କରି ନ ଥିଲା।
Odia IRV 2017 (ଓଡିଆ ବାଇବେଲ)