2 Samuel 19:25 — Compare Translations

5 translations compared side by side

Odia - 1840
"ସଯଲତଲବଲଳ ମଫୀବୋଶତ୍ ରାଜାଙ୍କକ୍ସ୍ଟ ୟିରକ୍ସ୍ଟଶାଲମସରସଦଖା କଲା, ରାଜା ପଚାରିଲଲ ତୁମ୍ଲଭ କାହିଁକିସମା ସହିତ ଗଲ ନାହିଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ରାଜାଙ୍କୁ ଭେଟିବା ପାଇଁ ଯିରୂଶାଲମକୁ ଆସନ୍ତେ, ରାଜା ତାହାକୁ କହିଲେ, ମଫୀବୋଶତ୍, ତୁମ୍ଭେ କାହିଁକି ମୋʼ ସଙ୍ଗରେ ଗଲ ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ମଫୀବୋଶତ୍ ରାଜାଙ୍କୁ ଯିରୁଶାଲମରେ ଦେଖା କଲା, “ରାଜା ପଗ୍ଭରିଲେ ତୁମ୍ଭେ କାହିଁକି ମୋ’ ସହିତ ଗଲ ନାହିଁ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ରାଜାଙ୍କୁ ଭେଟିବା ପାଇଁ ଯିରୂଶାଲମକୁ ଆସନ୍ତେ, ରାଜା ତାହାକୁ କହିଲେ, “ମଫୀବୋଶତ୍‍, ତୁମ୍ଭେ କାହିଁକି ମୋʼ ସଙ୍ଗରେ ଗଲ ନାହିଁ?”
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ରାଜାଙ୍କୁ ଭେଟିବା ପାଇଁ ଯିରୂଶାଲମକୁ ଆସନ୍ତେ, ରାଜା ତାହାକୁ କହିଲେ, “ମଫୀବୋଶତ୍‍, ତୁମ୍ଭେ କାହିଁକି ମୋ’ ସଙ୍ଗରେ ଗଲ ନାହିଁ?”