2 Samuel 19:26 — Compare Translations
5 translations compared side by side
Odia - 1840
"ମଫୀବୋଶତ୍ ଉତ୍ତରସଦଲା, ସହସମାର ପ୍ରଭକ୍ସ୍ଟ ମହାରାଜ,ସମାର ଦାସସମାଲତ ପ୍ରବଞ୍ଚନା କଲା। ମୁ ତସଛାଟାସତଣୁ ମୁସମା ଦାସ ସୀବଃକକ୍ସ୍ଟ କହିଲି, 'ଏକ ଗଧ ସଜାଇବା ପାଇଁ,ସଯଉଁଥିସର ମୁ ୟାଇସମାରରାଜାଙ୍କକ୍ସ୍ଟସଦଖା କରିବି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ଉତ୍ତର କଲା, ହେ ମୋହର ପ୍ରଭୋ, ମହାରାଜ, ଆପଣଙ୍କ ଦାସ ତ ଛୋଟା, ଗର୍ଦ୍ଦଭ ସଜାଇ ତାହା ଉପରେ ଚଢ଼ି ମହାରାଜଙ୍କ ନିକଟକୁ ଯିବା ପାଇଁ ମୋହର ମନସ୍ଥ ଥିଲା, ମାତ୍ର ମୋହର ଦାସ ମୋତେ ବଞ୍ଚନା କଲା ।
Odia Bible ERV 2004 (ପବିତ୍ର ବାଇବଲ)
ମଫୀବୋଶତ୍ ଉତ୍ତର ଦେଲା, “ହେ ମୋର ପ୍ରଭୁ ମହାରାଜ, ମୋର ଦାସ ମୋତେ ପ୍ରବଞ୍ଚନା କଲା। ମୁଁ ତ ଛୋଟା ତେଣୁ ମୁଁ ମୋ’ ଦାସ ସୀବଃକୁ କହିଲି, ‘ଏକ ଗଧ ସଜାଇବା ପାଇଁ, ଯେଉଁଥିରେ ମୁଁ ଯାଇ ମୋର ରାଜାଙ୍କୁ ଦେଖା କରିବି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ଉତ୍ତର କଲା, “ହେ ମୋହର ପ୍ରଭୋ, ମହାରାଜ, ଆପଣଙ୍କ ଦାସ ତ ଛୋଟା, ‘ଗର୍ଦ୍ଦଭ ସଜାଇ ତାହା ଉପରେ ଚଢ଼ି ମହାରାଜଙ୍କ ନିକଟକୁ ଯିବା ପାଇଁ ମୋହର ମନସ୍ଥ ଥିଲା,’ ମାତ୍ର ମୋହର ଦାସ ମୋତେ ପ୍ରବଞ୍ଚନା କଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ଉତ୍ତର କଲା, “ହେ ମୋହର ପ୍ରଭୁ, ମହାରାଜ, ଆପଣଙ୍କ ଦାସ ତ ଛୋଟା, ଗର୍ଦ୍ଦଭ ସଜାଇ ତାହା ଉପରେ ଚଢ଼ି ମହାରାଜଙ୍କ ନିକଟକୁ ଯିବା ପାଇଁ ମୋହର ମନସ୍ଥ ଥିଲା, ମାତ୍ର ମୋହର ଦାସ ମୋତେ ପ୍ରବଞ୍ଚନା କଲା।