2 Samuel 19:27 — Compare Translations
5 translations compared side by side
Odia - 1840
"କିନ୍ତୁସମାର ଦାସସମାଲତ ପ୍ରବଞ୍ଚନା କଲା।ସସ ହିଁ ଆପଣଙ୍କ ପାଖକକ୍ସ୍ଟ ଗଲା ଓସସ ଆପଣଙ୍କ ଆଗସରସମାର ଅପବାଦ କରିଅଛ। କିନ୍ତୁସହସମାର ପ୍ରଭକ୍ସ୍ଟ ଓ ମହାରାଜ, ଆପଣସହଉଛନ୍ତି ପରଲମଶ୍ବରଙ୍କର ଜଲଣ ଦୂତପରି,ସତଣୁ ଆପଣଙ୍କ ଦକ୍ସ୍ଟଷ୍ଟିସର ଯାହା ଭଲ ତାହା କରନ୍ତକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ମୋହର ପ୍ରଭୁ ମହାରାଜଙ୍କ ନିକଟରେ ସେ ଆପଣଙ୍କ ଏହି ଦାସର ଅପବାଦ କରିଅଛି; ମାତ୍ର ମୋହର ପ୍ରଭୁ ମହାରାଜ ପରମେଶ୍ଵରଙ୍କ ଦୂତ ତୁଲ୍ୟ; ଏଣୁ ଆପଣଙ୍କ ଦୃଷ୍ଟିରେ ଯାହା ଭଲ, ତାହା କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୋର ଦାସ ମୋତେ ପ୍ରବଞ୍ଚନା କଲା। ସେ ହିଁ ଆପଣଙ୍କ ପାଖକୁ ଗଲା ଓ ସେ ଆପଣଙ୍କ ଆଗରେ ମୋର ଅପବାଦ କରିଅଛି। କିନ୍ତୁ ହେ ମୋର ପ୍ରଭୁ ଓ ମହାରାଜ, ଆପଣ ହେଉଛନ୍ତି ପରମେଶ୍ୱରଙ୍କର ଜଣେ ଦୂତପରି, ତେଣୁ ଆପଣଙ୍କ ଦୃଷ୍ଟିରେ ଯାହା ଭଲ ତାହା କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ମୋହର ପ୍ରଭୁ ମହାରାଜଙ୍କ ନିକଟରେ ସେ ଆପଣଙ୍କ ଏହି ଦାସର ଅପମାନ କରିଅଛି; ମାତ୍ର ମୋହର ପ୍ରଭୁ ମହାରାଜ ପରମେଶ୍ୱରଙ୍କ ଦୂତ ତୁଲ୍ୟ; ଏଣୁ ଆପଣଙ୍କ ଦୃଷ୍ଟିରେ ଯାହା ଭଲ, ତାହା କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ମୋହର ପ୍ରଭୁ ମହାରାଜଙ୍କ ନିକଟରେ ସେ ଆପଣଙ୍କ ଏହି ଦାସର ଅପମାନ କରିଅଛି; ମାତ୍ର ମୋହର ପ୍ରଭୁ ମହାରାଜ ପରମେଶ୍ୱରଙ୍କ ଦୂତ ତୁଲ୍ୟ; ଏଣୁ ଆପଣଙ୍କ ଦୃଷ୍ଟିରେ ଯାହା ଭଲ, ତାହା କରନ୍ତୁ।