2 Samuel 19:28 — Compare Translations
5 translations compared side by side
Odia - 1840
"ଆପଣସମାର ଜଲଜଲବାପାଙ୍କର ସମସ୍ତ ପରିବାରକକ୍ସ୍ଟ ହତ୍ଯା କରି ପାରିଥାନ୍ତଲ, କିନ୍ତୁ ଆପଣ ତାହା କଲଲ ନାହିଁ। ତଥାପି ଆପଣ ଆପଣଙ୍କର ଏହି ଦାସକକ୍ସ୍ଟ ନିଜ ମଲଜସରସଭାଜନକାରୀସଲାକମାନଙ୍କ ସଙ୍ଗସର ସ୍ଥାନସଦଲଲ। ଏହିସହତକ୍ସ୍ଟ ଏଲବ ମହାରାଜାଙ୍କ ନିକଟଲର ଆଉ ଆପତ୍ତି କରିବା ପାଇଁସମାର କଲଉଁ ଅଧିକାର ଅଛି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ପ୍ରଭୁ ମହାରାଜଙ୍କ ସାକ୍ଷାତରେ ମୋʼ ପିତୃବଂଶ ସମସ୍ତେ ନିତା; ମୃତ୍ୟୁଯୋଗ୍ୟ ଥିଲେ; ତଥାପି ଆପଣ ଆପଣଙ୍କର ଏହି ଦାସକୁ ନିଜ ମେଜରେ ଭୋଜନକାରୀ ଲୋକମାନଙ୍କ ସଙ୍ଗରେ ସ୍ଥାନ ଦେଲେ । ଏହେତୁ ଏବେ ମହାରାଜଙ୍କ ନିକଟରେ ଆଉ କ୍ରନ୍ଦନ କରିବା ପାଇଁ ମୋହର କେଉଁ ଅଧିକାର ଅଛି?
Odia Bible ERV 2004 (ପବିତ୍ର ବାଇବଲ)
ଆପଣ ମୋର ଜେଜେବାପାଙ୍କର ସମସ୍ତ ପରିବାରକୁ ହତ୍ୟା କରି ପାରିଥା’ନ୍ତେ, କିନ୍ତୁ ଆପଣ ତାହା କଲେ ନାହିଁ। ତଥାପି ଆପଣ ଆପଣଙ୍କର ଏହି ଦାସକୁ ନିଜ ମେଜରେ ଭୋଜନକାରୀ ଲୋକମାନଙ୍କ ସଙ୍ଗରେ ସ୍ଥାନ ଦେଲେ। ଏହି ହେତୁ ଏବେ ମହାରାଜାଙ୍କ ନିକଟରେ ଆଉ ଆପତ୍ତି କରିବା ପାଇଁ ମୋର କେଉଁ ଅଧିକାର ଅଛି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ପ୍ରଭୁ ମହାରାଜଙ୍କ ସାକ୍ଷାତରେ ମୋʼ ପିତୃବଂଶ ସମସ୍ତେ ନିତାନ୍ତ ମୃତ୍ୟୁର ଯୋଗ୍ୟ ଥିଲେ; ତଥାପି ଆପଣ ଆପଣଙ୍କର ଏହି ଦାସକୁ ନିଜ ମେଜରେ ଭୋଜନକାରୀ ଲୋକମାନଙ୍କ ସଙ୍ଗରେ ସ୍ଥାନ ଦେଲେ। ଏହେତୁ ଏବେ ମହାରାଜଙ୍କ ନିକଟରେ ଆଉ କ୍ରନ୍ଦନ କରିବା ପାଇଁ ମୋହର କେଉଁ ଅଧିକାର ଅଛି?”
Odia IRV 2017 (ଓଡିଆ ବାଇବେଲ)
ମୋହର ପ୍ରଭୁ ମହାରାଜଙ୍କ ସାକ୍ଷାତରେ ମୋ’ ପିତୃବଂଶ ସମସ୍ତେ ନିତାନ୍ତ ମୃତ୍ୟୁର ଯୋଗ୍ୟ ଥିଲେ; ତଥାପି ଆପଣ ଆପଣଙ୍କର ଏହି ଦାସକୁ ନିଜ ମେଜରେ ଭୋଜନକାରୀ ଲୋକମାନଙ୍କ ସଙ୍ଗରେ ସ୍ଥାନ ଦେଲେ। ଏହେତୁ ଏବେ ମହାରାଜଙ୍କ ନିକଟରେ ଆଉ କ୍ରନ୍ଦନ କରିବା ପାଇଁ ମୋହର କେଉଁ ଅଧିକାର ଅଛି?”