2 Samuel 19:29 — Compare Translations

5 translations compared side by side

Odia - 1840
"ରାଜା ମଫୀବୋଶତକକ୍ସ୍ଟ କହିଲଲ, ତୁମ୍ଭର ସମସ୍ଯା ବିଷଯସର ଆଉ କିଛି କକ୍ସ୍ଟହ ନାହିଁ। ମୁ କହକ୍ସ୍ଟଅଛି ତୁମ୍ଲଭ ଓ ସୀବଃସସହି ଭୂମିକକ୍ସ୍ଟ ବାଣ୍ଟି ନିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ରାଜା ତାହାକୁ କହିଲେ, ତୁମ୍ଭେ ଆପଣା ବିଷୟ ଆଉ କାହିଁକି କହୁଅଛ? ମୁଁ କହୁଅଛି, ତୁମ୍ଭେ ଓ ସୀବଃ ସେହି ଭୂମି ବାଣ୍ଟି ନିଅ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ମଫୀବୋଶତକୁ କହିଲେ, “ତୁମ୍ଭର ସମସ୍ୟା ବିଷୟରେ ଆଉ କିଛି କୁହ ନାହିଁ। ମୁଁ କହୁଅଛି ତୁମ୍ଭେ ଓ ସୀବଃ ସେହି ଭୂମିକୁ ବାଣ୍ଟି ନିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ରାଜା ତାହାକୁ କହିଲେ, “ତୁମ୍ଭେ ଆପଣା ବିଷୟ ଆଉ କାହିଁକି କହୁଅଛ? ମୁଁ କହୁଅଛି, ତୁମ୍ଭେ ଓ ସୀବଃ ସେହି ଭୂମି ବାଣ୍ଟି ନିଅ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ରାଜା ତାହାକୁ କହିଲେ, “ତୁମ୍ଭେ ଆପଣା ବିଷୟ ଆଉ କାହିଁକି କହୁଅଛ? ମୁଁ କହୁଅଛି, ତୁମ୍ଭେ ଓ ସୀବଃ ସେହି ଭୂମି ବାଣ୍ଟି ନିଅ।”