2 Samuel 19:3 — Compare Translations

5 translations compared side by side

Odia - 1840
"ସୈନ୍ଯମାଲନ ନଗରକକ୍ସ୍ଟ ପ୍ରଲବଶ କରୁଥିଲଲ,ସଯପରିସସମାନଙ୍କର ପରାସ୍ତ ସୈନିକମାଲନ ଲଜ୍ଜା ବସତଃ ନଗରସର ପ୍ରଲବଶ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯୁଦ୍ଧକ୍ଷେତ୍ରରୁ ପଳାଇବା ବେଳେ ଲୋକମାନେ ଯେପରି ଲଜ୍ଜିତ ହୋଇ ଚୋର ପରି ଚାଲନ୍ତି, ସେପରି ସେହି ଦିନ ଚୋର ପରି ଲୋକମାନେ ନଗରରେ ପ୍ରବେଶ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସୈନ୍ୟମାନେ ନଗରକୁ ପ୍ରବେଶ କରୁଥିଲେ, ଯେପରି ସେମାନଙ୍କର ପରାସ୍ତ ସୈନିକମାନେ ଲଜ୍ଜା ବସତଃ ନଗରରେ ପ୍ରବେଶ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯୁଦ୍ଧକ୍ଷେତ୍ରରୁ ପଳାଇବା ବେଳେ ଲୋକମାନେ ଯେପରି ଲଜ୍ଜିତ ହୋଇ ଚୋର ପରି ଚାଲନ୍ତି, ସେପରି ସେହି ଦିନ ଚୋର ପରି ସୈନ୍ୟମାନେ ନଗରରେ ପ୍ରବେଶ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯୁଦ୍ଧକ୍ଷେତ୍ରରୁ ପଳାଇବା ବେଳେ ଲୋକମାନେ ଯେପରି ଲଜ୍ଜିତ ହୋଇ ଚୋର ପରି ଚାଲନ୍ତି, ସେପରି ସେହି ଦିନ ଚୋର ପରି ସୈନ୍ୟମାନେ ନଗରରେ ପ୍ରବେଶ କଲେ।