2 Samuel 19:30 — Compare Translations

5 translations compared side by side

Odia - 1840
"ମଫୀବୋଶତ୍ ରାଜାଙ୍କକ୍ସ୍ଟ କହିଲଲ, ସହଉ,ସମାର ପ୍ରଭକ୍ସ୍ଟ ମହାରାଜା, ଆପଣ ନିରାପଦସର ଗୃହକକ୍ସ୍ଟସଫରି ଆସିଛନ୍ତି, ତାହାହିଁ ୟଥଲଷ୍ଟ।ସତଣୁ ସୀବଃ ସବୁକିଛିସନଇଯାଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମଫୀବୋଶତ୍ ରାଜାଙ୍କୁ କହିଲା, ହେଉ, ମୋହର ପ୍ରଭୁ ମହାରାଜ ତ କୁଶଳରେ ଆପଣା ଗୃହକୁ ଆସିଲେଣି, ତେବେ ସେ ସବୁ ନେଉ ।
Odia Bible ERV 2004 (ପବିତ୍ର ବାଇବଲ)
ମଫୀବୋଶତ୍ ରାଜାଙ୍କୁ କହିଲେ, “ହେଉ, ମୋର ପ୍ରଭୁ ମହାରାଜା, ଆପଣ ନିରାପଦରେ ଗୃହକୁ ଫେରି ଆସିଛନ୍ତି, ତାହା ହିଁ ଯଥେଷ୍ଟ। ତେଣୁ ସୀବଃ ସବୁକିଛି ନେଇଯାଉ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମଫୀବୋଶତ୍‍ ରାଜାଙ୍କୁ କହିଲା, “ହେଉ, ମୋହର ପ୍ରଭୁ ମହାରାଜ ତ କୁଶଳରେ ଆପଣା ଗୃହକୁ ଆସିଲେଣି, ତେବେ ସେ ସବୁ ନେଉ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ମଫୀବୋଶତ୍‍ ରାଜାଙ୍କୁ କହିଲା, “ହେଉ, ମୋହର ପ୍ରଭୁ ମହାରାଜ ତ କୁଶଳରେ ଆପଣା ଗୃହକୁ ଆସିଲେଣି, ତେବେ ସେ ସବୁ ନେଉ।”