2 Samuel 19:31 — Compare Translations
5 translations compared side by side
Odia - 1840
"ଗିଲିଯଦୀଯ ବର୍ସିଲ୍ଲଯ ରୋଗଲୀମରକ୍ସ୍ଟ ଆସିଲା।ସସ ରାଜାଙ୍କକ୍ସ୍ଟ ୟର୍ଦ୍ଦନ ନଦୀ ପାର କରାଇ ସକ୍ସ୍ଟରକ୍ଷାସଦବା ପାଇଁ ତାଙ୍କ ସଙ୍ଲଗ ପାରସହାଇଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଗିଲୀୟଦୀୟ ବର୍ସିଲ୍ଲୟ ରୋଗଲୀମରୁ ଆସିଲା ଓ ସେ ରାଜାଙ୍କୁ ଯର୍ଦ୍ଦନ ପାର କରାଇ ନେବା ପାଇଁ ତାଙ୍କ ସଙ୍ଗେ ଯର୍ଦ୍ଦନକୁ ପାର ହୋଇଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ବର୍ସିଲ୍ଲୟଙ୍କୁ ନିଜ ସହିତ ଆସିବାକୁ କହିଲେ ଗିଲିୟଦୀୟ ବର୍ସିଲ୍ଲୟ ରୋଗଲୀମରୁ ଆସିଲା। ସେ ରାଜାଙ୍କୁ ଯର୍ଦ୍ଦନ ନଦୀ ପାର କରାଇ ସୁରକ୍ଷା ଦେବା ପାଇଁ ତାଙ୍କ ସଙ୍ଗେ ପାର ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଗିଲୀୟଦୀୟ ବର୍ସିଲ୍ଲୟ ରୋଗଲୀମରୁ ଆସିଲା ଓ ସେ ରାଜାଙ୍କୁ ଯର୍ଦ୍ଦନ ନଦୀ ପାର କରାଇ ନେବା ପାଇଁ ତାଙ୍କ ସଙ୍ଗେ ଯର୍ଦ୍ଦନକୁ ପାର ହୋଇଗଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଗିଲୀୟଦୀୟ ବର୍ସିଲ୍ଲୟ ରୋଗଲୀମରୁ ଆସିଲା ଓ ସେ ରାଜାଙ୍କୁ ଯର୍ଦ୍ଦନ ନଦୀ ପାର କରାଇ ନେବା ପାଇଁ ତାଙ୍କ ସଙ୍ଗେ ଯର୍ଦ୍ଦନକୁ ପାର ହୋଇଗଲା।