2 Samuel 19:32 — Compare Translations

5 translations compared side by side

Odia - 1840
"ବର୍ସିଲ୍ଲଯ ଜଲଣ ଅତି ବୃଦ୍ଧସଲାକ ଥିଲା। ତାଙ୍କୁ ଅଶୀ ବର୍ଷ ବଯସସହାଇଥିଲା।ସସ ଅତି ବଡଲଲାକ ଥିବାରକ୍ସ୍ଟ ରାଜା ମହନଯିମସର ଥିବାସବଲଳ ତାହାଙ୍କକ୍ସ୍ଟ ଖାଦ୍ୟ ସାମଗ୍ରି ସମସ୍ତସଯାଗାଉ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ବର୍ସିଲ୍ଲୟ ଅଶୀ ବର୍ଷ ବୟସ୍କ ଅତି ବୃଦ୍ଧ ଲୋକ ଥିଲା; ଆଉ ସେ ଅତି ବଡ଼ ଲୋକ ଥିବାରୁ ରାଜା ମହନୟିମରେ ଥିବା ବେଳେ ତାଙ୍କୁ ଖାଦ୍ୟସାମଗ୍ରୀ ଯୋଗାଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ସିଲ୍ଲୟ ଜଣେ ଅତି ବୃଦ୍ଧ ଲୋକ ଥିଲା। ତାଙ୍କୁ ଅଶୀ ବର୍ଷ ବୟସ ହୋଇଥିଲା। ସେ ଅତି ବଡ଼ଲୋକ ଥିବାରୁ ରାଜା ମହନୟିମରେ ଥିବା ବେଳେ ତାହାଙ୍କୁ ଖାଦ୍ୟ ସାମଗ୍ରୀ ସମସ୍ତ ଯୋଗାଉ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ବର୍ସିଲ୍ଲୟ ଅଶୀ ବର୍ଷ ବୟସ୍କ ଅତି ବୃଦ୍ଧ ଲୋକ ଥିଲା; ଆଉ ସେ ଅତି ଧନୀ ଲୋକ ଥିବାରୁ ରାଜା ମହନୟିମରେ ଥିବା ବେଳେ ତାଙ୍କୁ ଖାଦ୍ୟସାମଗ୍ରୀ ଯୋଗାଇଥିଲା।
Odia IRV 2017 (ଓଡିଆ ବାଇବେଲ)
ସେହି ବର୍ସିଲ୍ଲୟ ଅଶୀ ବର୍ଷ ବୟସ୍କ ଅତି ବୃଦ୍ଧ ଲୋକ ଥିଲା; ଆଉ ସେ ଅତି ଧନୀ ଲୋକ ଥିବାରୁ ରାଜା ମହନୟିମରେ ଥିବା ବେଳେ ତାଙ୍କୁ ଖାଦ୍ୟସାମଗ୍ରୀ ଯୋଗାଇଥିଲା।