2 Samuel 19:33 — Compare Translations

5 translations compared side by side

Odia - 1840
"ଦାଉଦ ବର୍ସିଲ୍ଲଯକକ୍ସ୍ଟ କହିଲଲ, ତୁମ୍ଲଭସମା ସହିତ ନଦୀ ପାରସହାଇ ଆସ। ମୁ ତୁମ୍ଭକୁ ୟିରକ୍ସ୍ଟଶାଲମସର ଆପଣା ସଙ୍ଲଗ ପ୍ରତିପାଳନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ରାଜା ବର୍ସିଲ୍ଲୟକୁ କହିଲେ, ତୁମ୍ଭେ ମୋʼ ସଙ୍ଗେ ପାର ହୋଇ ଆସ, ମୁଁ ତୁମ୍ଭକୁ ଯିରୂଶାଲମରେ ଆପଣା ସଙ୍ଗେ ପ୍ରତିପାଳନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ବର୍ସିଲ୍ଲୟକୁ କହିଲେ, “ତୁମ୍ଭେ ମୋ’ ସହିତ ନଦୀ ପାର ହୋଇ ଆସ। ମୁଁ ତୁମ୍ଭକୁ ଯିରୁଶାଲମରେ ଆପଣା ସଙ୍ଗେ ପ୍ରତିପାଳନ କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ରାଜା ବର୍ସିଲ୍ଲୟଙ୍କୁ କହିଲେ, “ତୁମ୍ଭେ ମୋʼ ସଙ୍ଗେ ପାର ହୋଇ ଆସ, ମୁଁ ତୁମ୍ଭକୁ ଯିରୂଶାଲମରେ ଆପଣା ସଙ୍ଗେ ପ୍ରତିପାଳନ କରିବି।”
Odia IRV 2017 (ଓଡିଆ ବାଇବେଲ)
ପୁଣି ରାଜା ବର୍ସିଲ୍ଲୟକୁ କହିଲେ, “ତୁମ୍ଭେ ମୋ’ ସଙ୍ଗେ ପାର ହୋଇ ଆସ, ମୁଁ ତୁମ୍ଭକୁ ଯିରୂଶାଲମରେ ଆପଣା ସଙ୍ଗେ ପ୍ରତିପାଳନ କରିବି।”