2 Samuel 19:34 — Compare Translations
5 translations compared side by side
Odia - 1840
"କିନ୍ତୁ ବର୍ସିଲ୍ଲଯ ରାଜାଙ୍କକ୍ସ୍ଟ କହିଲଲ, ଆପଣ ଜାଣନ୍ତିସମାରସକଲତ ବଯସ? ଆପଣ କ'ଣ ଭାବକ୍ସ୍ଟଛନ୍ତି ମୁ ଆପଣଙ୍କ ସହିତ ଯିରୁଶାଲମକୁ ୟାଇପାରିବି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ବର୍ସିଲ୍ଲୟ ରାଜାଙ୍କୁ କହିଲା, ମୋହର ପରମାୟୁ ବର୍ଷର ଆଉ କେତେ ଦିନ ଅଛି ଯେ, ମୁଁ ମହାରାଜଙ୍କ ସଙ୍ଗେ ଯିରୂଶାଲମକୁ ଯିବି?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ବର୍ସିଲ୍ଲୟ ରାଜାଙ୍କୁ କହିଲେ, “ଆପଣ ଜାଣନ୍ତି ମୋର କେତେ ବୟସ? ଆପଣ କ’ଣ ଭାବୁଛନ୍ତି ମୁଁ ଆପଣଙ୍କ ସହିତ ଯିରୁଶାଲମକୁ ଯାଇପାରିବି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ବର୍ସିଲ୍ଲୟ ରାଜାଙ୍କୁ କହିଲା, “ମୋହର ପରମାୟୁ ବର୍ଷର ଆଉ କେତେ ଦିନ ଅଛି ଯେ, ମୁଁ ମହାରାଜଙ୍କ ସଙ୍ଗେ ଯିରୂଶାଲମକୁ ଯିବି?
Odia IRV 2017 (ଓଡିଆ ବାଇବେଲ)
ଏଥିରେ ବର୍ସିଲ୍ଲୟ ରାଜାଙ୍କୁ କହିଲା, “ମୋହର ପରମାୟୁ ବର୍ଷର ଆଉ କେତେ ଦିନ ଅଛି ଯେ, ମୁଁ ମହାରାଜଙ୍କ ସଙ୍ଗେ ଯିରୂଶାଲମକୁ ଯିବି?