2 Samuel 19:36 — Compare Translations
5 translations compared side by side
Odia - 1840
"ଆପଣଙ୍କ ଦାସ କଲବଳ ୟର୍ଦ୍ଦନ ପାରସହାଇ ମହାରାଜାଙ୍କ ସଙ୍ଲଗ ୟିବ, ମୁ ଏଲତଗକ୍ସ୍ଟଡିଏ ସାମଗ୍ରୀ ଦରକାର କଲର ନାହିଁ। ଯାହା ଆପଣସମାଲତ ପକ୍ସ୍ଟରସ୍କୃତ କରିବା ପାଇଁ ଇଚ୍ଛା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣଙ୍କ ଦାସ କେବଳ ଯର୍ଦ୍ଦନ ପାର ହୋଇ ମହାରାଜଙ୍କ ସଙ୍ଗେ ଯିବ; ଆଉ ମହାରାଜ ତହିଁ ପାଇଁ କାହିଁକି ମୋତେ ଏପରି ପୁରସ୍କାର ଦେବେ?
Odia Bible ERV 2004 (ପବିତ୍ର ବାଇବଲ)
ଆପଣଙ୍କ ଦାସ କେବଳ ଯର୍ଦ୍ଦନ ପାର ହୋଇ ମହାରାଜାଙ୍କ ସଙ୍ଗେ ଯିବ, ମୁଁ ଏତେଗୁଡ଼ିଏ ସାମଗ୍ରୀ ଦରକାର କରେ ନାହିଁ। ଯାହା ଆପଣ ମୋତେ ପୁରସ୍କୃତ କରିବା ପାଇଁ ଇଚ୍ଛା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣଙ୍କ ଦାସ କେବଳ ଯର୍ଦ୍ଦନ ପାର ହୋଇ ମହାରାଜଙ୍କ ସଙ୍ଗେ ଯିବ; ଆଉ ମହାରାଜ ତହିଁ ପାଇଁ କାହିଁକି ମୋତେ ଏପରି ପୁରସ୍କାର ଦେବେ?
Odia IRV 2017 (ଓଡିଆ ବାଇବେଲ)
ଆପଣଙ୍କ ଦାସ କେବଳ ଯର୍ଦ୍ଦନ ପାର ହୋଇ ମହାରାଜଙ୍କ ସଙ୍ଗେ ଯିବ; ଆଉ ମହାରାଜ ତହିଁ ପାଇଁ କାହିଁକି ମୋତେ ଏପରି ପୁରସ୍କାର ଦେବେ?