2 Samuel 19:37 — Compare Translations
5 translations compared side by side
Odia - 1840
"ସମାଲତ ଦୟାକରି ଅନକ୍ସ୍ଟମତି ଦିଅନ୍ତକ୍ସ୍ଟ ମୁସଯମନ୍ତ ନିଜ ନଗରସରସମାର ପିତା ଓ ମାତାଙ୍କ କବର ନିକଟଲର ମରିବି। ଏଥିପାଇଁ ଆରଣଙ୍କ ଏହି ଦାସକକ୍ସ୍ଟସଫରିୟିବାକକ୍ସ୍ଟ ଅନକ୍ସ୍ଟମତି ଦିଅନ୍ତକ୍ସ୍ଟ। ମାତ୍ର ଆପଣଙ୍କ ଦାସ କିମ୍ହମକକ୍ସ୍ଟସଦଖନ୍ତକ୍ସ୍ଟ,ସସସମାହର ସଦାପ୍ରଭୁ ମହାରାଜଙ୍କ ସଙ୍ଲଗ ପାରସହାଇ ଯାଉ, ଆଉ ଆପଣଙ୍କ ଦୃଷ୍ଟିସର ଯାହା ଭଲ ଦିଶଲ, ତାହା ତା' ପ୍ରତି କରନ୍ତକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯେପରି ନିଜ ନଗରରେ ମୋର ପିତା ଓ ମୋʼ ମାତାଙ୍କ କବର ନିକଟରେ ମରିବି, ଏଥିପାଇଁ ଆପଣଙ୍କ ଏହି ଦାସକୁ ଫେରିଯିବାକୁ ଅନୁମତି ଦେଉନ୍ତୁ । ମାତ୍ର ଆପଣଙ୍କ ଦାସ କିମ୍ହମ୍କୁ ଦେଖନ୍ତୁ; ସେ ମୋହର ପ୍ରଭୁ ମହାରାଜଙ୍କ ସଙ୍ଗେ ପାର ହୋଇଯାଉ, ଆଉ ଆପଣଙ୍କ ଦୃଷ୍ଟିରେ ଯାହା ଭଲ ଦିଶେ, ତାହା ପ୍ରତି ତାହା କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋତେ ଦୟାକରି ଅନୁମତି ଦିଅନ୍ତୁ ମୁଁ ଯେମନ୍ତ ନିଜ ନଗରରେ ମୋର ପିତା ଓ ମାତାଙ୍କ କବର ନିକଟରେ ମରିବି। ଏଥିପାଇଁ ଆପଣଙ୍କ ଏହି ଦାସକୁ ଫେରିଯିବାକୁ ଅନୁମତି ଦିଅନ୍ତୁ। ମାତ୍ର ଆପଣଙ୍କ ଦାସ କିମ୍ହମ୍କୁ ଦେଖନ୍ତୁ, ସେ ମୋହର ସଦାପ୍ରଭୁ ମହାରାଜଙ୍କ ସଙ୍ଗେ ପାର ହୋଇ ଯାଉ, ଆଉ ଆପଣଙ୍କ ଦୃଷ୍ଟିରେ ଯାହା ଭଲ ଦିଶେ, ତାହା ତା’ ପ୍ରତି କରନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯେପରି ନିଜ ନଗରରେ ମୋର ପିତା ଓ ମୋʼ ମାତାଙ୍କ କବର ନିକଟରେ ମରିବି, ଏଥିପାଇଁ ଆପଣଙ୍କ ଏହି ଦାସକୁ ଫେରି ଯିବାକୁ ଅନୁମତି ଦେଉନ୍ତୁ। ମାତ୍ର ଆପଣଙ୍କ ଦାସ କିମ୍ହମ୍କୁ ଦେଖନ୍ତୁ; ସେ ମୋହର ପ୍ରଭୁ ମହାରାଜଙ୍କ ସଙ୍ଗେ ପାର ହୋଇଯାଉ, ଆଉ ଆପଣଙ୍କ ଦୃଷ୍ଟିରେ ଯାହା ଭଲ ଦିଶେ, ତାହା ପ୍ରତି ତାହା କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ମୁଁ ଯେପରି ନିଜ ନଗରରେ ମୋର ପିତା ଓ ମୋ’ ମାତାଙ୍କ କବର ନିକଟରେ ମରିବି, ଏଥିପାଇଁ ଆପଣଙ୍କ ଏହି ଦାସକୁ ଫେରିଯିବାକୁ ଅନୁମତି ଦେଉନ୍ତୁ। ମାତ୍ର ଆପଣଙ୍କ ଦାସ କିମ୍ହମ୍କୁ ଦେଖନ୍ତୁ; ସେ ମୋହର ପ୍ରଭୁ ମହାରାଜଙ୍କ ସଙ୍ଗେ ପାର ହୋଇଯାଉ, ଆଉ ଆପଣଙ୍କ ଦୃଷ୍ଟିରେ ଯାହା ଭଲ ଦିଶେ, ତାହା ପ୍ରତି ତାହା କରନ୍ତୁ।”