2 Samuel 19:39 — Compare Translations
5 translations compared side by side
Odia - 1840
"ରାଜା ବର୍ସିଲ୍ଲଯକକ୍ସ୍ଟ ଚକ୍ସ୍ଟମ୍ବନସଦଇ ବିଦାଯସଦଲଲ ଓ ଆଶୀର୍ବାଦ କଲଲ। ବର୍ସିଲ୍ଲଯ ଗୃହକକ୍ସ୍ଟସଫରିଗଲା ଓ ରାଜା ଓ ସମସ୍ତସଲାକ ୟର୍ଦ୍ଦନ ପାରସହଲଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସମସ୍ତ ଲୋକ ଯର୍ଦ୍ଦନ ପାର ହେଲେ, ଏବଂ ରାଜା ମଧ୍ୟ ପାର ହେଲେ; ପୁଣି ରାଜା ବର୍ସିଲ୍ଲୟକୁ ଚୁମ୍ଵନ କରି ଆଶୀର୍ବାଦ କଲେ; ତହୁଁ ବର୍ସିଲ୍ଲୟ ଆପଣା ସ୍ଥାନକୁ ଫେରିଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଗୃହକୁ ଫେରିଲେ ରାଜା ବର୍ସିଲ୍ଲୟକୁ ଚୁମ୍ବନ ଦେଇ ବିଦାୟ ଦେଲେ ଓ ଆଶୀର୍ବାଦ କଲେ। ବର୍ସିଲ୍ଲୟ ଗୃହକୁ ଫେରିଗଲା ଓ ରାଜା ଓ ସମସ୍ତ ଲୋକ ଯର୍ଦ୍ଦନ ପାର ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସମସ୍ତ ଲୋକ ଯର୍ଦ୍ଦନ ପାର ହେଲେ, ଏବଂ ରାଜା ମଧ୍ୟ ପାର ହେଲେ; ପୁଣି ରାଜା ବର୍ସିଲ୍ଲୟଙ୍କୁ ଚୁମ୍ବନ କରି ଆଶୀର୍ବାଦ କଲେ; ତହୁଁ ବର୍ସିଲ୍ଲୟ ଆପଣା ସ୍ଥାନକୁ ଫେରିଗଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସମସ୍ତ ଲୋକ ଯର୍ଦ୍ଦନ ପାର ହେଲେ, ଏବଂ ରାଜା ମଧ୍ୟ ପାର ହେଲେ; ପୁଣି ରାଜା ବର୍ସିଲ୍ଲୟଙ୍କୁ ଚୁମ୍ବନ କରି ଆଶୀର୍ବାଦ କଲେ; ତହୁଁ ବର୍ସିଲ୍ଲୟ ଆପଣା ସ୍ଥାନକୁ ଫେରିଗଲା।