2 Samuel 19:4 — Compare Translations

5 translations compared side by side

Odia - 1840
"ରାଜା ତାଙ୍କର ମକ୍ସ୍ଟହଁକକ୍ସ୍ଟ ଢାଙ୍କି ଉଚ୍ଚସ୍ବରସର କ୍ରନ୍ଦନ କରିବାକୁ ଲାଗିଲଲ, ସହସମାର ପକ୍ସ୍ଟତ୍ର ଅବଶାସଲାମ,ସହସମାର ପକ୍ସ୍ଟତ୍ର ଅବଶାସଲାମ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ରାଜା ମଧ୍ୟ ଆପଣା ମୁଖ ଢାଙ୍କିଲେ, ପୁଣି ରାଜା ଉଚ୍ଚୈଃସ୍ଵରରେ କାନ୍ଦି କହିଲେ, ହାୟ ଆମ୍ଭ ପୁତ୍ର ଅବଶାଲୋମ, ହାୟ ଅବଶାଲୋମ, ଆମ୍ଭ ପୁତ୍ର, ଆମ୍ଭ ପୁତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ତାଙ୍କର ମୁହଁକୁ ଢାଙ୍କି ଉଚ୍ଚସ୍ୱରରେ କ୍ରନ୍ଦନ କରିବାକୁ ଲାଗିଲେ, “ହେ ମୋର ପୁତ୍ର ଅବଶାଲୋମ, ହେ ମୋର ପୁତ୍ର ଅବଶାଲୋମ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ରାଜା ମଧ୍ୟ ଆପଣା ମୁଖ ଢାଙ୍କିଲେ, ପୁଣି ରାଜା ଉଚ୍ଚସ୍ୱରରେ କାନ୍ଦି କହିଲେ, “ହାୟ ଆମ୍ଭ ପୁତ୍ର ଅବଶାଲୋମ, ହାୟ ଅବଶାଲୋମ, ଆମ୍ଭ ପୁତ୍ର, ଆମ୍ଭ ପୁତ୍ର।”
Odia IRV 2017 (ଓଡିଆ ବାଇବେଲ)
ଆଉ ରାଜା ମଧ୍ୟ ଆପଣା ମୁଖ ଢାଙ୍କିଲେ, ପୁଣି ରାଜା ଉଚ୍ଚୈଃସ୍ୱରରେ କାନ୍ଦି କହିଲେ, “ହାୟ ଆମ୍ଭ ପୁତ୍ର ଅବଶାଲୋମ, ହାୟ ଅବଶାଲୋମ, ଆମ୍ଭ ପୁତ୍ର, ଆମ୍ଭ ପୁତ୍ର।”