2 Samuel 19:40 — Compare Translations
5 translations compared side by side
Odia - 1840
"ରାଜା ୟର୍ଦ୍ଦନ ପାରସହାଇ ଗିଲଗଲକକ୍ସ୍ଟ ଗଲଲ ଓ କିମ୍ହମ୍ ତାଙ୍କ ସଙ୍ଲଗ ପାରସହାଇଗଲଲ। ପକ୍ସ୍ଟଣି ୟିହକ୍ସ୍ଟଦାର ସମସ୍ତସଲାକ ମଧ୍ଯ ଇଶ୍ରାଲୟଲର ଅର୍ଦ୍ଧଲକସଲାକ ରାଜାଙ୍କକ୍ସ୍ଟ ଘଲନି ଆସିଲଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ରାଜା ପାର ହୋଇ ଗିଲ୍ଗଲ୍କୁ ଗଲେ ଓ କିମ୍ହମ୍ ତାଙ୍କ ସଙ୍ଗେ ପାର ହୋଇଗଲା; ପୁଣି ଯିହୁଦାର ସମସ୍ତ ଲୋକ, ଏବଂ ଇସ୍ରାଏଲର ଅର୍ଦ୍ଧେକ ଲୋକ ମଧ୍ୟ ରାଜାଙ୍କୁ ଘେନି ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଯର୍ଦ୍ଦନ ପାର ହୋଇ ଗିଲ୍ଗଲ୍କୁ ଗଲେ ଓ କିମ୍ହମ୍ ତାଙ୍କ ସଙ୍ଗେ ପାର ହୋଇଗଲେ। ପୁଣି ଯିହୁଦାର ସମସ୍ତ ଲୋକ ମଧ୍ୟ ଇସ୍ରାଏଲର ଅର୍ଦ୍ଧେକ ଲୋକ ରାଜାଙ୍କୁ ଘେନି ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ରାଜା ପାର ହୋଇ ଗିଲ୍ଗଲ୍କୁ ଗଲେ ଓ କିମ୍ହମ୍ ତାଙ୍କ ସଙ୍ଗେ ପାର ହୋଇଗଲା; ପୁଣି ଯିହୁଦାର ସମସ୍ତ ସୈନ୍ୟ, ଏବଂ ଇସ୍ରାଏଲର ଅର୍ଦ୍ଧେକ ସୈନ୍ୟ ମଧ୍ୟ ରାଜାଙ୍କୁ ଘେନି ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ରାଜା ପାର ହୋଇ ଗିଲ୍ଗଲ୍କୁ ଗଲେ ଓ କିମ୍ହମ୍ ତାଙ୍କ ସଙ୍ଗେ ପାର ହୋଇଗଲା; ପୁଣି ଯିହୁଦାର ସମସ୍ତ ସୈନ୍ୟ, ଏବଂ ଇସ୍ରାଏଲର ଅର୍ଦ୍ଧେକ ସୈନ୍ୟ ମଧ୍ୟ ରାଜାଙ୍କୁ ଘେନି ଆସିଲେ।