2 Samuel 19:41 — Compare Translations

5 translations compared side by side

Odia - 1840
"ଏଥିସରସଦଖ ସମକ୍ସ୍ଟଦାଯ ଇଶ୍ରାଲୟଲସଲାକ ରାଜାଙ୍କ ନିକଟକକ୍ସ୍ଟ ଆସି ରାଜାଙ୍କକ୍ସ୍ଟ କହିଲଲ, ଆମ୍ଭମାନଙ୍କ ଭାତୃବର୍ଗ ୟିହକ୍ସ୍ଟଦାସଲାଲକ କିସହତକ୍ସ୍ଟ ଆପଣଙ୍କକ୍ସ୍ଟ ଗ୍ଭଲରି କରିସନଲଲ। ଆଉ ମହାରାଜାଙ୍କକ୍ସ୍ଟ ଓ ତାଙ୍କ ପରିଜନ ବର୍ଗଙ୍କକ୍ସ୍ଟ ଓ ଦାଉଦଙ୍କ ସଙ୍ଲଗ ତାଙ୍କର ସମସ୍ତସଲାକଙ୍କକ୍ସ୍ଟ ୟର୍ଦ୍ଦନ ପାର କରି ଆଣିଲଲ?ସସଲତଲବଲଳ ଦାଉଦଙ୍କର ସମସ୍ତସଲାକ ତାହାଙ୍କ ସାଙ୍ଗସର ଥିଲଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଦେଖ, ସମୁଦାୟ ଇସ୍ରାଏଲ-ଲୋକ ରାଜାଙ୍କ ନିକଟକୁ ଆସି ରାଜାଙ୍କୁ କହିଲେ, ଆମ୍ଭମାନଙ୍କ ଭ୍ରାତୃବର୍ଗ ଯିହୁଦା-ଲୋକେ କିହେତୁ ଆପଣଙ୍କୁ ଚୋରି କରି ନେଲେ, ଆଉ ମହାରାଜଙ୍କୁ ଓ ତାଙ୍କ ପରିଜନବର୍ଗଙ୍କୁ ଓ ଦାଉଦଙ୍କ ସଙ୍ଗେ ତାଙ୍କର ସମସ୍ତ ଲୋକଙ୍କୁ ଯର୍ଦ୍ଦନ ପାର କରି ଆଣିଲେ? ସେତେବେଳେ ଦାଉଦଙ୍କର ସମସ୍ତ ଲୋକ ତାଙ୍କ ସଙ୍ଗରେ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟମାନେ ଯିହୁଦାର ଲୋକମାନଙ୍କ ସହିତ ଯୁକ୍ତିତର୍କ କଲେ ଏଥିରେ ଦେଖ ସମୁଦାୟ ଇସ୍ରାଏଲ ଲୋକ ରାଜାଙ୍କ ନିକଟକୁ ଆସି ରାଜାଙ୍କୁ କହିଲେ, “ଆମ୍ଭମାନଙ୍କ ଭାତୃବର୍ଗ ଯିହୁଦା ଲୋକେ କି ହେତୁ ଆପଣଙ୍କୁ ଗ୍ଭେରି କରି ନେଲେ। ଆଉ ମହାରାଜାଙ୍କୁ ଓ ତାଙ୍କ ପରିଜନ ବର୍ଗଙ୍କୁ ଓ ଦାଉଦଙ୍କ ସଙ୍ଗେ ତାଙ୍କର ସମସ୍ତ ଲୋକଙ୍କୁ ଯର୍ଦ୍ଦନ ପାର କରି ଆଣିଲେ? ସେତେବେଳେ ଦାଉଦଙ୍କର ସମସ୍ତ ଲୋକ ତାହାଙ୍କ ସାଙ୍ଗରେ ଥିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଦେଖ, ସମୁଦାୟ ଇସ୍ରାଏଲ ଲୋକ ରାଜାଙ୍କ ନିକଟକୁ ଆସି ରାଜାଙ୍କୁ କହିଲେ, “ଆମ୍ଭମାନଙ୍କ ଭ୍ରାତୃବର୍ଗ ଯିହୁଦା-ଲୋକେ କାହିଁକି ଆପଣଙ୍କୁ ଚୋରି କରି ନେଲେ, ଆଉ ମହାରାଜଙ୍କୁ ଓ ତାଙ୍କ ପରିଜନବର୍ଗଙ୍କୁ ଓ ଦାଉଦଙ୍କ ସଙ୍ଗେ ତାଙ୍କର ସମସ୍ତ ଲୋକଙ୍କୁ ଯର୍ଦ୍ଦନ ପାର କରି ଆଣିଲେ? ସେତେବେଳେ ଦାଉଦଙ୍କର ସମସ୍ତ ଲୋକ ତାଙ୍କ ସଙ୍ଗରେ ଥିଲେ।”
Odia IRV 2017 (ଓଡିଆ ବାଇବେଲ)