2 Samuel 19:42 — Compare Translations

5 translations compared side by side

Odia - 1840
"ତହକ୍ସ୍ଟଁ ୟିହକ୍ସ୍ଟଦାର ସମସ୍ତସଲାକ ଇଶ୍ରାଲୟଲସଲାକମାନଙ୍କୁ ଉତ୍ତରସଦଲଲ, ରାଜା ଆମ୍ଭମାନଙ୍କ ବଂଶର ଅନ୍ତଭର୍କ୍ସ୍ଟକ୍ତ ଅଟନ୍ତି।ସତଲବ ତୁମ୍ଲଭମାଲନ କାହିଁକିସକାର୍ଧ କରୁଅଛ? ଆମ୍ଲଭମାଲନ ରାଜାଙ୍କର ଖର୍ଚ୍ଚସର କିଛି ଖାଇ ନାହକ୍ସ୍ଟଁ କିମ୍ବା ରାଜା ଆମ୍ଭକକ୍ସ୍ଟ ଭଲଟିସଦଇ ନାହାଁନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯିହୁଦାର ସମସ୍ତ ଲୋକ ଇସ୍ରାଏଲ-ଲୋକମାନଙ୍କୁ ଉତ୍ତର କଲେ, ରାଜା ତ ଆମ୍ଭମାନଙ୍କର ନିକଟ-କୁଟୁମ୍ଵ; ତେବେ ତୁମ୍ଭେମାନେ କାହିଁକି ଏ ବିଷୟରେ କ୍ରୋଧ କରୁଅଛ? ଆମ୍ଭେମାନେ କʼଣ ରାଜାଙ୍କର କିଛି ଖାଇଅଛୁ? ଅବା ସେ କʼଣ ଆମ୍ଭମାନଙ୍କୁ କିଛି ଭେଟୀ ଦେଇଅଛନ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଯିହୁଦାର ସମସ୍ତ ଲୋକ ଇସ୍ରାଏଲ ଲୋକମାନଙ୍କୁ ଉତ୍ତର ଦେଲେ, “ରାଜା ଆମ୍ଭମାନଙ୍କ ବଂଶର ଅନ୍ତର୍ଭୁକ୍ତ ଅଟନ୍ତି। ତେବେ ତୁମ୍ଭେମାନେ କାହିଁକି କ୍ରୋଧ କରୁଅଛ? ଆମ୍ଭେମାନେ ରାଜାଙ୍କର ଖର୍ଚ୍ଚରେ କିଛି ଖାଇ ନାହୁଁ କିମ୍ବା ରାଜା ଆମ୍ଭକୁ ଭେଟି ଦେଇ ନାହାନ୍ତି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯିହୁଦାର ସମସ୍ତ ଲୋକ ଇସ୍ରାଏଲ ଲୋକମାନଙ୍କୁ ଉତ୍ତର କଲେ, “ରାଜା ତ ଆମ୍ଭମାନଙ୍କର ନିକଟ-କୁଟୁମ୍ବ; ତେବେ ତୁମ୍ଭେମାନେ କାହିଁକି ଏ ବିଷୟରେ କ୍ରୋଧ କରୁଅଛ? ଆମ୍ଭେମାନେ କʼଣ ରାଜାଙ୍କର କିଛି ଖାଇଅଛୁ? ଅବା ସେ କʼଣ ଆମ୍ଭମାନଙ୍କୁ କିଛି ଭେଟି ଦେଇଅଛନ୍ତି?”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯିହୁଦାର ସମସ୍ତ ଲୋକ ଇସ୍ରାଏଲ-ଲୋକମାନଙ୍କୁ ଉତ୍ତର କଲେ, “ରାଜା ତ ଆମ୍ଭମାନଙ୍କର ନିକଟ-କୁଟୁମ୍ବ; ତେବେ ତୁମ୍ଭେମାନେ କାହିଁକି ଏ ବିଷୟରେ କ୍ରୋଧ କରୁଅଛ? ଆମ୍ଭେମାନେ କ’ଣ ରାଜାଙ୍କର କିଛି ଖାଇଅଛୁ? ଅବା ସେ କ’ଣ ଆମ୍ଭମାନଙ୍କୁ କିଛି ଭେଟୀ ଦେଇଅଛନ୍ତି?”