2 Samuel 19:5 — Compare Translations

5 translations compared side by side

Odia - 1840
"ସଯାୟାବ ରାଜ ଗୃହସର ପ୍ରଲବଶ କରି ରାଜାଙ୍କକ୍ସ୍ଟ କହିଲା, ଆପଣ ଆଜି ଆପଣଙ୍କର ପଦସ୍ଥ କର୍ମଗ୍ଭରୀମାନଙ୍କୁ ଲଜ୍ଜିତ କରିଛନ୍ତି। ଆପଣସସଇ ପଦସ୍ଥ କର୍ମଗ୍ଭରୀମାନଙ୍କୁ ଅପମାନିତ କରିଛନ୍ତି,ସଯଉଁମାଲନ ଆଜି ଆପଣଙ୍କର ପକ୍ସ୍ଟତ୍ର, କନ୍ଯା, ସ୍ତ୍ରୀ ଓ ଆପଣଙ୍କର ଉପପତ୍ନୀମାନଙ୍କର ଜୀବନ ରକ୍ଷା କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯୋୟାବ ଗୃହ ଭିତରକୁ ରାଜାଙ୍କ କତିକି ଆସି କହିଲା, ଯେଉଁମାନେ ଆଜି ଆପଣଙ୍କ ଜୀବନ ଓ ଆପଣଙ୍କ ପୁତ୍ରକନ୍ୟାଗଣର ଜୀବନ ଓ ଭାର୍ଯ୍ୟାମାନଙ୍କ ଜୀବନ ଓ ଆପଣଙ୍କ ଉପପନିୀମାନଙ୍କ ଜୀବନ ରକ୍ଷା କଲେ, ଆପଣ ଆଜି ନିଜର ସେହି ସମସ୍ତ ଦାସଙ୍କ ମୁଖ ଲଜ୍ଜିତ କରିଅଛନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାବ ରାଜ ଗୃହରେ ପ୍ରବେଶ କରି ରାଜାଙ୍କୁ କହିଲେ, “ଆପଣ ଆଜି ଆପଣଙ୍କର ପଦସ୍ଥ କର୍ମଗ୍ଭରୀମାନଙ୍କୁ ଲଜ୍ଜିତ କରିଛନ୍ତି। ଆପଣ ସେଇ ପଦସ୍ଥ କର୍ମଗ୍ଭରୀମାନଙ୍କୁ ଅପମାନିତ କରିଛନ୍ତି, ଯେଉଁମାନେ ଆଜି ଆପଣଙ୍କର ପୁତ୍ର, କନ୍ୟା, ସ୍ତ୍ରୀ ଓ ଆପଣଙ୍କର ଉପପତ୍ନୀମାନଙ୍କର ଜୀବନ ରକ୍ଷା କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଯୋୟାବ ଗୃହ ଭିତରକୁ ରାଜାଙ୍କ ନିକଟକୁ ଆସି କହିଲା, “ଯେଉଁମାନେ ଆଜି ଆପଣଙ୍କ ଜୀବନ ଓ ଆପଣଙ୍କ ପୁତ୍ରକନ୍ୟାଗଣର ଜୀବନ ଓ ଭାର୍ଯ୍ୟାମାନଙ୍କ ଜୀବନ ଓ ଆପଣଙ୍କ ଉପପତ୍ନୀମାନଙ୍କ ଜୀବନ ରକ୍ଷା କଲେ, ଆପଣ ଆଜି ନିଜର ସେହି ସମସ୍ତ ଦାସଙ୍କୁ ଲଜ୍ଜିତ କରିଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)