2 Samuel 19:9 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ ଇଶ୍ରାଲୟଲର ପରିବାରବର୍ଗର ସମସ୍ତସଲାକ ୟକ୍ସ୍ଟକ୍ତି କରିବାକୁ ଲାଗିଲଲ ଏବଂସସମାଲନ କହିଲଲ, ରାଜା ଦାଉଦ ଆମ୍ଭମାନଙ୍କୁ ପଲଲଷ୍ଟୀୟମାନଙ୍କ ହସ୍ତରକ୍ସ୍ଟ ରକ୍ଷା କଲଲ, ଏବଂ ଅନ୍ୟ ଶତୃମାନଙ୍କଠାରକ୍ସ୍ଟ ମଧ୍ଯ ଆମକକ୍ସ୍ଟସସ ରକ୍ଷା କଲଲ। ଦାଉଦ ଅବଶାସଲାମସଯାଗକ୍ସ୍ଟଁ ରାଜ୍ଯ ଛାଡି ପଳାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରେ ସମସ୍ତ ଲୋକ ପରସ୍ପର କଳହ କରି କହୁଥିଲେ, ରାଜା ଆମ୍ଭମାନଙ୍କ ଶତ୍ରୁମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିଥିଲେ ଓ ପଲେଷ୍ଟୀୟମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିଥିଲେ ଏବେ ସେ ଅବଶାଲୋମ ଭୟରେ ଦେଶରୁ ପଳାଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ପୁଣି ଥରେ ରାଜା ହେଲେ ବର୍ତ୍ତମାନ ଇସ୍ରାଏଲର ପରିବାରବର୍ଗର ସମସ୍ତ ଲୋକ ଯୁକ୍ତି କରିବାକୁ ଲାଗିଲେ ଏବଂ ସେମାନେ କହିଲେ, “ରାଜା ଦାଉଦ ଆମ୍ଭମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ରକ୍ଷା କଲେ, ଏବଂ ଅନ୍ୟ ଶତ୍ରୁମାନଙ୍କଠାରୁ ମଧ୍ୟ ଆମ୍ଭକୁ ସେ ରକ୍ଷା କଲେ। ଦାଉଦ ଅବଶାଲୋମ ଯୋଗୁଁ ରାଜ୍ୟ ଛାଡ଼ି ପଳାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରେ ସମସ୍ତ ଲୋକ ପରସ୍ପର କଳହ କରି କହୁଥିଲେ, “ରାଜା ଆମ୍ଭମାନଙ୍କ ଶତ୍ରୁମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିଥିଲେ ଓ ପଲେଷ୍ଟୀୟମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିଥିଲେ ଏବେ ସେ ଅବଶାଲୋମ ଭୟରେ ଦେଶରୁ ପଳାଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରେ ସମସ୍ତ ଲୋକ ପରସ୍ପର କଳହ କରି କହୁଥିଲେ, “ରାଜା ଆମ୍ଭମାନଙ୍କ ଶତ୍ରୁମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିଥିଲେ ଓ ପଲେଷ୍ଟୀୟମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିଥିଲେ ଏବେ ସେ ଅବଶାଲୋମ ଭୟରେ ଦେଶରୁ ପଳାଇ ଅଛନ୍ତି।