2 Samuel 2:10 — Compare Translations

5 translations compared side by side

Odia - 1840
"ଈଶ୍ବୋଶତ୍ ଥିଲେ ଶାଉଲଙ୍କର ପକ୍ସ୍ଟତ୍ର। ସେ ଯେତବେେଳେ ଇଶ୍ରାୟେଲର ରାଜା ହେଲେ ତାଙ୍କୁ ସେତବେେଳେ 40 ବର୍ଷ ବଯସ ହାଇେଥିଲା। ସେ ମାତ୍ର ଦକ୍ସ୍ଟଇ ବର୍ଷ ପାଇଁ ରାଜତ୍ବ କରିଥିଲେ। କିନ୍ତୁ ୟିହକ୍ସ୍ଟଦାର ଲୋକମାନେ ଦାଉଦଙ୍କକ୍ସ୍ଟ ରାଜା ଭାବରେ ମାନକ୍ସ୍ଟଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶାଉଲଙ୍କର ପୁତ୍ର ଈଶ୍ବୋଶତ ଚାଳିଶ ବର୍ଷ ବୟସରେ ଇସ୍ରାଏଲ ବଂଶ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜତ୍ଵ କଲା । ମାତ୍ର ଯିହୁଦା ବଂଶ ଦାଉଦଙ୍କର ପଶ୍ଚାଦ୍ଗାମୀ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଈ‌ଶ୍‌ବୋଶତ୍ ଥିଲେ ଶାଉଲଙ୍କର ପୁତ୍ର। ସେ ଯେତେବେଳେ ଇସ୍ରାଏଲର ରାଜା ହେଲେ ତାଙ୍କୁ ସେତେବେଳେ 40 ବର୍ଷ ବୟସ ହୋଇଥିଲା। ସେ ମାତ୍ର ଦୁଇ ବର୍ଷ ପାଇଁ ରାଜତ୍ୱ କରିଥିଲେ। କିନ୍ତୁ ଯିହୁଦାର ଲୋକମାନେ ଦାଉଦଙ୍କୁ ରାଜା ଭାବରେ ମାନୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶାଉଲଙ୍କର ପୁତ୍ର ଈଶ୍‍ବୋଶତ ଚାଳିଶ ବର୍ଷ ବୟସରେ ଇସ୍ରାଏଲ ବଂଶ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜତ୍ୱ କଲା। ମାତ୍ର ଯିହୁଦା ବଂଶ ଦାଉଦଙ୍କର ପଶ୍ଚାଦ୍‍ଗାମୀ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଶାଉଲଙ୍କର ପୁତ୍ର ଈଶ୍‍ବୋଶତ ଚାଳିଶ ବର୍ଷ ବୟସରେ ଇସ୍ରାଏଲ ବଂଶ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜତ୍ୱ କଲା। ମାତ୍ର ଯିହୁଦା ବଂଶ ଦାଉଦଙ୍କର ପଶ୍ଚାଦ୍‍ଗାମୀ ହେଲେ।