2 Samuel 2:11 — Compare Translations
5 translations compared side by side
Odia - 1840
"ଦାଉଦ ଥିଲେ ହିବ୍ରୋଣର ରାଜା। ସେ ୟିହକ୍ସ୍ଟଦାର ପରିବାରବର୍ଗ ଉପରେ ସାଢେ ସାତ ବର୍ଷ ଶାସନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ହିବ୍ରୋଣରେ ଯିହୁଦା ବଂଶ ଉପରେ ଦାଉଦଙ୍କ ରାଜା ହେବାର ସାତ ବର୍ଷ ଛଅ ମାସ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଥିଲେ ହିବ୍ରୋଣର ରାଜା। ସେ ଯିହୁଦାର ପରିବାରବର୍ଗ ଉପରେ ସାଢ଼େ ସାତ ବର୍ଷ ଶାସନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ହିବ୍ରୋଣରେ ଯିହୁଦା ବଂଶ ଉପରେ ଦାଉଦଙ୍କ ରାଜା ହେବାର ସାତ ବର୍ଷ ଛଅ ମାସ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ହିବ୍ରୋଣରେ ଯିହୁଦା ବଂଶ ଉପରେ ଦାଉଦଙ୍କ ରାଜା ହେବାର ସାତ ବର୍ଷ ଛଅ ମାସ ଥିଲା।