2 Samuel 2:12 — Compare Translations
5 translations compared side by side
Odia - 1840
"ନରର ପକ୍ସ୍ଟତ୍ର ଅବ୍ନର ଓ ଶାଉଲଙ୍କର ପକ୍ସ୍ଟତ୍ର ଈଶ୍ବୋଶତର କର୍ମଗ୍ଭରୀମାନେ ମହନଯିମରକ୍ସ୍ଟ ଗିବିଯୋନକକ୍ସ୍ଟ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ନରର ପୁତ୍ର ଅବ୍ନର ଓ ଶାଲଲଙ୍କର ପୁତ୍ର ଈଶ୍ବୋଶତର ଦାସମାନେ ମହନୟିମରୁ ବାହାରି ଗିବୀୟୋନକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସାଘାଂତିକ ପ୍ରତିଦ୍ୱନ୍ଦିତା ନରର ପୁତ୍ର ଅବ୍ନର ଓ ଶାଉଲଙ୍କର ପୁତ୍ର ଈଶ୍ବୋଶତ୍ର କର୍ମଗ୍ଭରୀମାନେ ମହନୟିମରୁ ଗିବିୟୋନକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନେର୍ର ପୁତ୍ର ଅବ୍ନର ଓ ଶାଉଲଙ୍କର ପୁତ୍ର ଈଶ୍ବୋଶତର ଦାସମାନେ ମହନୟିମରୁ ବାହାରି ଗିବୀୟୋନ୍କୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ନେର୍ର ପୁତ୍ର ଅବ୍ନର ଓ ଶାଉଲଙ୍କର ପୁତ୍ର ଈଶ୍ବୋଶତର ଦାସମାନେ ମହନୟିମରୁ ବାହାରି ଗିବୀୟୋନ୍କୁ ଗଲେ।