2 Samuel 2:13 — Compare Translations

5 translations compared side by side

Odia - 1840
"ସରକ୍ସ୍ଟଯାର ପକ୍ସ୍ଟତ୍ର ଯୋୟାବ୍ ଓ ଦାଉଦଙ୍କର ଉଚ୍ଚପଦସ୍ତ କର୍ମଗ୍ଭରୀମାନେ ମଧ୍ଯ ଗିବିଯୋନକକ୍ସ୍ଟ ଗଲେ। ସମାନେେ ଅବ୍ନର ଏବଂ ଇଶ୍ବୋଶତର କର୍ମଗ୍ଭରୀମାନଙ୍କୁ ଗିବିୟୋନର ଏକ ପୋଖରୀ ପାଖ ରେ ଭୋଟିଲେ। ଯୋୟାବର ଦଳ ପୋଖରୀର ଏକ ପାଶର୍‌ବ ରେ ବସିଲା ବେଳେ ଅବନରର ଦଳ ପୋଖରୀର ଅନ୍ୟ ପାଶର୍‌ବ ରେ ବସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସରୁୟାର ପୁତ୍ର ଯୋୟାବ ଓ ଦାଉଦଙ୍କର ଦାସଗଣ ବାହାରି ଗିବୀୟୋନର ପୁଷ୍କରିଣୀ ନିକଟରେ ସେମାନଙ୍କୁ ଭେଟିଲେ; ପୁଣି ସେମାନଙ୍କର; ଏକ ଦଳ ପୁଷ୍କରିଣୀର ଏକ ପାଖରେ, ଅନ୍ୟ ଦଳ ପୁଷ୍କରିଣୀର ଅନ୍ୟ ପାଖରେ ବସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସରୁୟାର ପୁତ୍ର ଯୋୟା‌‌ବ୍‌ ‌ଓ ଦାଉଦଙ୍କର ଉଚ୍ଚପଦସ୍ତ କର୍ମଗ୍ଭରୀମାନେ ମଧ୍ୟ ଗିବିୟୋନକୁ ଗଲେ। ସେମାନେ ଅ‌‌ବ୍‌‌ନର ଏବଂ ଈ‌ଶ୍‌ବୋଶ‌ତ୍‌ର କର୍ମଗ୍ଭରୀମାନଙ୍କୁ ଗିବିୟୋନର ଏକ ପୋଖରୀ ପାଖରେ ଭେଟିଲେ। ଯୋୟାବର ଦଳ ପୋଖରୀର ଏକ ପାର୍ଶ୍ୱରେ ବସିଲା ବେଳେ ଅ‌‌ବ୍‌‌ନରର ଦଳ ପୋଖରୀର ଅନ୍ୟ ପାର୍ଶ୍ୱରେ ବସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସରୁୟାର ପୁତ୍ର ଯୋୟାବ ଓ ଦାଉଦଙ୍କର ଦାସଗଣ ବାହାରି ଗିବୀୟୋନ୍‍ର ପୁଷ୍କରିଣୀ ନିକଟରେ ସେମାନଙ୍କୁ ଭେଟିଲେ; ପୁଣି ସେମାନଙ୍କର ଏକ ଦଳ ପୁଷ୍କରିଣୀର ଏକ ପାଖରେ, ଅନ୍ୟ ଦଳ ପୁଷ୍କରିଣୀର ଅନ୍ୟ ପାଖରେ ବସିଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସରୁୟାର ପୁତ୍ର ଯୋୟାବ ଓ ଦାଉଦଙ୍କର ଦାସଗଣ ବାହାରି ଗିବୀୟୋନ୍‍ର ପୁଷ୍କରିଣୀ ନିକଟରେ ସେମାନଙ୍କୁ ଭେଟିଲେ; ପୁଣି ସେମାନଙ୍କର ଏକ ଦଳ ପୁଷ୍କରିଣୀର ଏକ ପାଖରେ, ଅନ୍ୟ ଦଳ ପୁଷ୍କରିଣୀର ଅନ୍ୟ ପାଖରେ ବସିଲେ।