2 Samuel 2:14 — Compare Translations

5 translations compared side by side

Odia - 1840
"ଅବ୍ନର ଯୋୟାବକକ୍ସ୍ଟ କହିଲେ, ୟକ୍ସ୍ଟବକ ସୈନ୍ଯମାନେ ଆମ୍ଭମାନଙ୍କ ସମ୍ମକ୍ସ୍ଟଖ ରେ ପ୍ରତିୟୋଗିତା କରନ୍ତକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଅବ୍ନର ଯୋୟାବକୁ କହିଲା, ଯୁବାମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରେ ଉଠି ଖେଳିବା ପାଇଁ କହନ୍ତୁ । ତହୁଁ ଯୋୟାବ କହିଲା, ଉଠନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଅ‌‌ବ୍‌‌ନର ଯୋୟାବକୁ କହିଲେ, “ଯୁବକ ସୈନ୍ୟମାନେ ଆମ୍ଭମାନଙ୍କ ସମ୍ମୁଖରେ ପ୍ରତିଯୋଗିତା କରନ୍ତୁ।” ଯୋୟାବ ଉତ୍ତର ଦେଲେ, “ହଁ ପ୍ରତିଯୋଗିତା ହେଉ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଅବ୍‍ନର ଯୋୟାବକୁ କହିଲା, “ଯୁବାମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରେ ଉଠି ଖେଳିବା ପାଇଁ କହନ୍ତୁ।” ତହୁଁ ଯୋୟାବ କହିଲା, “ଉଠନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଅବ୍‍ନର ଯୋୟାବକୁ କହିଲା, “ଯୁବାମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରେ ଉଠି ଖେଳିବା ପାଇଁ କହନ୍ତୁ।” ତହୁଁ ଯୋୟାବ କହିଲା, “ଉଠନ୍ତୁ।”