2 Samuel 2:15 — Compare Translations

5 translations compared side by side

Odia - 1840
"ତେଣୁ ୟକ୍ସ୍ଟବକ ସୈନ୍ଯମାନେ ଉଠିଲେ, ଦକ୍ସ୍ଟଇ ଦଳ ସମାନଙ୍କେର ସୈନ୍ଯମାନେ ପ୍ରତିୟୋଗିତା ପାଇଁ ଗଣତି ହେଲ। ସମାନେେ ଶାଉଲଙ୍କର ପକ୍ସ୍ଟତ୍ର ଈଶ୍ବୋଶତ୍ ପାଇଁ ପ୍ରତି ଯୋଗିତା କରିବା ପାଇଁ ବିନ୍ଯାମୀନ ବଂଶରକ୍ସ୍ଟ ବାରଜଣଙ୍କକ୍ସ୍ଟ ବାଛିଲେ। ଏବଂ ସମାନେେ ଦାଉଦଙ୍କର କର୍ମଗ୍ଭରୀ ମଧ୍ଯରକ୍ସ୍ଟ ବାରଜଣଙ୍କକ୍ସ୍ଟ ବାଛିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ସେମାନେ ସଂଖ୍ୟାନୁସାରେ ଉଠିଲେ; ବିନ୍ୟାମୀନ ଓ ଶାଉଲଙ୍କର ପୁତ୍ର ଈଶ୍ବୋଶତ ପକ୍ଷରେ ବାର ଜଣ ଓ ଦାଉଦଙ୍କର ଦାସମାନଙ୍କ ମଧ୍ୟରୁ ବାର ଜଣ ଅଗ୍ରସର ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯୁବକ ସୈନ୍ୟମାନେ ଉଠିଲେ, ଦୁଇ ଦଳ ସେମାନଙ୍କର ସୈନ୍ୟମାନେ ପ୍ରତିଯୋଗିତା ପାଇଁ ଗଣତି ହେଲେ। ସେମାନେ ଶାଉଲଙ୍କର ପୁତ୍ର ଈ‌ଶ୍‌ବୋଶତ୍ ପାଇଁ ପ୍ରତିଯୋଗିତା କରିବା ପାଇଁ ବିନ୍ୟାମୀନ ବଂଶରୁ ବାର ଜଣଙ୍କୁ ବାଛିଲେ। ଏବଂ ସେମାନେ ଦାଉଦଙ୍କର କର୍ମଗ୍ଭରୀ ମଧ୍ୟରୁ ବାର ଜଣଙ୍କୁ ବାଛିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ସେମାନେ ସଂଖ୍ୟାନୁସାରେ ଉଠିଲେ; ବିନ୍ୟାମୀନ୍ ଓ ଶାଉଲଙ୍କର ପୁତ୍ର ଈଶ୍‍ବୋଶତ ପକ୍ଷରେ ବାର ଜଣ ଓ ଦାଉଦଙ୍କର ଦାସମାନଙ୍କ ମଧ୍ୟରୁ ବାର ଜଣ ଅଗ୍ରସର ହେଲେ।
Odia IRV 2017 (ଓଡିଆ ବାଇବେଲ)
ତେଣୁ ସେମାନେ ସଂଖ୍ୟାନୁସାରେ ଉଠିଲେ; ବିନ୍ୟାମୀନ୍ ଓ ଶାଉଲଙ୍କର ପୁତ୍ର ଈଶ୍‍ବୋଶତ ପକ୍ଷରେ ବାର ଜଣ ଓ ଦାଉଦଙ୍କର ଦାସମାନଙ୍କ ମଧ୍ୟରୁ ବାର ଜଣ ଅଗ୍ରସର ହେଲେ।