2 Samuel 2:17 — Compare Translations

5 translations compared side by side

Odia - 1840
"ସହେି ପ୍ରତିୟୋଗିତା ଏକ ଭୟଙ୍କର ୟକ୍ସ୍ଟଦ୍ଧ ରେ ପରିଣତ ହେଲା। ଦାଉଦର ସୈନ୍ଯମାନେ ସଦେିନ ଅବନର ଓ ଇଶ୍ରାୟେଲୀୟମାନଙ୍କୁ ପରାସ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦିନ ଅତି ଘୋର ଯୁଦ୍ଧ ହେଲା; ପୁଣି ଅବ୍ନର ଓ ଇସ୍ରାଏଲ ଲୋକମାନେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ପ୍ରତିଯୋଗିତା ଏକ ଭୟଙ୍କର ଯୁଦ୍ଧରେ ପରିଣତ ହେଲା। ଦାଉଦର ସୈନ୍ୟମାନେ ସେଦିନ ଅ‌‌ବ୍‌‌ନର ଓ ଇସ୍ରାଏଲୀୟମାନଙ୍କୁ ପରାସ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ଅତି ଘୋର ଯୁଦ୍ଧ ହେଲା; ପୁଣି ଅବ୍‍ନର ଓ ଇସ୍ରାଏଲ ଲୋକମାନେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ଦିନ ଅତି ଘୋର ଯୁଦ୍ଧ ହେଲା; ପୁଣି ଅବ୍‍ନର ଓ ଇସ୍ରାଏଲ ଲୋକମାନେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ।