2 Samuel 2:18 — Compare Translations
5 translations compared side by side
Odia - 1840
"ସରକ୍ସ୍ଟଯାର ତିନି ପକ୍ସ୍ଟତ୍ର ଥିଲେ। ସମାନେେ ହେଲ, ଯୋୟାବ, ଅବୀଶଯ ଏବଂ ଅସା ହେଲ୍। ଅସା ହେଲ୍ ଥିଲେ ଜଣେ କ୍ଷିପ୍ର ଧାବକ। ସେ କୃଷ୍ନସାର ମୃଗପରି କ୍ଷିପ୍ର ଗତି ରେ ଦୌଡି ପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସ୍ଥାନରେ ଯୋୟାବ ଓ ଅବୀଶୟ ଓ ଅସାହେଲ ନାମରେ ସରୁୟାର ତିନି ପୁତ୍ର ଥିଲେ; ସେହି ଅସାହେଲ କ୍ଷେତ୍ରସ୍ଥ କୃଷ୍ଣସାର ପରି ଦ୍ରୂତପଦ⇧ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ନର ଅସାହେଲ୍କୁ ହତ୍ୟା କଲେ ସରୁୟାର ତିନି ପୁତ୍ର ଥିଲେ। ସେମାନେ ହେଲେ, ଯୋୟାବ, ଅବୀଶୟ ଏବଂ ଅସାହେଲ୍। ଅସାହେଲ୍ ଥିଲେ ଜଣେ କ୍ଷିପ୍ର ଧାବକ। ସେ କୃଷ୍ଣସାର ମୃଗପରି କ୍ଷିପ୍ର ଗତିରେ ଦୌଡ଼ି ପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସ୍ଥାନରେ ଯୋୟାବ ଓ ଅବୀଶୟ ଓ ଅସାହେଲ ନାମରେ ସରୁୟାର ତିନି ପୁତ୍ର ଥିଲେ; ସେହି ଅସାହେଲ କ୍ଷେତ୍ରସ୍ଥ ମୃଗ ପରି ଦ୍ରୁତଗତି ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେହି ସ୍ଥାନରେ ଯୋୟାବ ଓ ଅବୀଶୟ ଓ ଅସାହେଲ ନାମରେ ସରୁୟାର ତିନି ପୁତ୍ର ଥିଲେ; ସେହି ଅସାହେଲ କ୍ଷେତ୍ରସ୍ଥ ମୃଗ ପରି ଦ୍ରୁତଗତି ଥିଲା।