2 Samuel 2:19 — Compare Translations

5 translations compared side by side

Odia - 1840
"ଅସା ହେଲ ଅବନର ପେଛ ପେଛ ଦୌଡିଗଲା। ଏବଂ ତାଙ୍କ ପେଛ ପେଛ ୟିବା ଆରମ୍ଭ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅସାହେଲ ଅବ୍ନର ପଛେ ପଛେ ଗୋଡ଼ାଇଲା; ଆଉ ଅବ୍ନରର ପଛେ ଗଲା ବେଳେ ସେ ଦକ୍ଷିଣ କି ବାମକୁ ଫେରିଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଅସାହେଲ୍ ଅ‌‌ବ୍‌‌ନର ପଛେ ପଛେ ଦୌଡ଼ିଗଲା। ଏବଂ ତାଙ୍କ ପଛେ ପଛେ ଯିବା ଆରମ୍ଭ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଅସାହେଲ ଅବ୍‍ନର ପଛେ ପଛେ ଗୋଡ଼ାଇଲା; ଆଉ ଅବ୍‍ନରର ପଛେ ଗଲା ବେଳେ ସେ ଦକ୍ଷିଣ କି ବାମକୁ ଫେରିଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଅସାହେଲ ଅବ୍‍ନର ପଛେ ପଛେ ଗୋଡ଼ାଇଲା; ଆଉ ଅବ୍‍ନରର ପଛେ ଗଲା ବେଳେ ସେ ଦକ୍ଷିଣ କି ବାମକୁ ଫେରିଲା ନାହିଁ।