2 Samuel 2:22 — Compare Translations

5 translations compared side by side

Odia - 1840
"ଅବ୍ନର ଆଉଥରେ ଅସା ହେଲକକ୍ସ୍ଟ କହିଲେ, ମାେ ପେଛ ଗୋଡ଼ାଇବା ବନ୍ଦ କର ନଚେତ୍ ମୁ ତୁମ୍ଭକୁ ହତ୍ଯା କରିବି। ମୁ ତୁମ୍ଭକୁ ହତ୍ଯା କଲେ ତୁମ୍ଭର ଭାଇ ଯୋୟାବକକ୍ସ୍ଟ କିପରି ମକ୍ସ୍ଟହଁ ଦଖାଇବେି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଅବ୍ନର ପୁନର୍ବାର ଅସାହେଲକୁ କହିଲା, ମୋହର ପଶ୍ଚାଦ୍ଗମନରୁ ଫେର; ମୁଁ କାହିଁକି ତୁମ୍ଭକୁ ଆଘାତ କରି ଭୂମିସାତ୍ କରିବି? ତାହା କଲେ ମୁଁ କିରୂପେ ତୁମ୍ଭ ଭାଇ ଯୋୟାବ ଆଗରେ ମୁଖ ଟେକିବି?
Odia Bible ERV 2004 (ପବିତ୍ର ବାଇବଲ)
ଅ‌‌ବ୍‌‌ନର ଆଉଥରେ ଅସାହେ‌ଲ୍‌କୁ କହିଲେ, “ମୋ’ ପଛେ ଗୋଡ଼ାଇବା ବନ୍ଦ କର ନଚେତ୍ ମୁଁ ତୁମ୍ଭକୁ ହତ୍ୟା କରିବି। ମୁଁ ତୁମ୍ଭକୁ ହତ୍ୟା କଲେ ତୁମ୍ଭର ଭାଇ ଯୋୟାବକୁ କିପରି ମୁହଁ ଦେଖାଇବି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଅବ୍‍ନର ପୁନର୍ବାର ଅସାହେଲକୁ କହିଲା, “ମୋହର ପଶ୍ଚାଦ୍‍ଗମନରୁ ଫେର; ମୁଁ କାହିଁକି ତୁମ୍ଭକୁ ଆଘାତ କରି ଭୂମିସାତ୍‍ କରିବି? ତାହା କଲେ ମୁଁ କିପରି ତୁମ୍ଭ ଭାଇ ଯୋୟାବ ଆଗରେ ମୁଖ ଦେଖାଇବି?”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଅବ୍‍ନର ପୁନର୍ବାର ଅସାହେଲକୁ କହିଲା, “ମୋହର ପଶ୍ଚାଦ୍‍ଗମନରୁ ଫେର; ମୁଁ କାହିଁକି ତୁମ୍ଭକୁ ଆଘାତ କରି ଭୂମିସାତ୍‍ କରିବି? ତାହା କଲେ ମୁଁ କିପରି ତୁମ୍ଭ ଭାଇ ଯୋୟାବ ଆଗରେ ମୁଖ ଦେଖାଇବି?”