2 Samuel 2:23 — Compare Translations
5 translations compared side by side
Odia - 1840
"କିନ୍ତୁ ଅସା ହେଲ ଅବ୍ନର ପଛ ରେ ଦୌଡିବାରକ୍ସ୍ଟ ବିରତ ହେଲା ନାହିଁ। ତେଣୁ ଅବ୍ନର ବର୍ଚ୍ଛାର ମକ୍ସ୍ଟନ ରେ ତା'ର ପଟେକକ୍ସ୍ଟ ଭୂଷି ଦବୋରକ୍ସ୍ଟ ତାହା ପିଠି ଦଇେ ବାହାରି ଗଲା। ତେଣୁ ସେ ସହେିଠା ରେ ମରିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସେ ଫେରିବାକୁ ନାସ୍ତି କଲା; ଏଣୁ ଅବ୍ନର ବର୍ଚ୍ଛାର ପଛ ଅଗରେ ତାହାର ପେଟ ଭୁସି ଦିଅନ୍ତେ, ବର୍ଚ୍ଛା ତାହାର ପଛଆଡ଼େ ଫୁଟି ବାହାରିଲା; ତହୁଁ ସେ ସେହିଠାରେ ପଡ଼ି ସେହି ସ୍ଥାନରେ ମଲା; ପୁଣି ଯେତେ ଲୋକ ଅସାହେଲର ପଡ଼ିବା ଓ ମରିବା ସ୍ଥାନକୁ ଆସିଲେ, ସେମାନେ ଠିଆ ହୋଇ ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଅସାହେଲ୍ ଅବ୍ନର ପଛରେ ଦୌଡ଼ିବାରୁ ବିରତ ହେଲା ନାହିଁ। ତେଣୁ ଅବ୍ନର ବର୍ଚ୍ଛାର ମୁନରେ ତା’ର ପେଟକୁ ଭୂଷି ଦେବାରୁ ତାହା ପିଠି ଦେଇ ବାହାରି ଗଲା। ତେଣୁ ସେ ସେହିଠାରେ ମରିଗଲା। ଯୋୟାବ ଓ ଅବୀଶୟ ଅବ୍ନର ପଛରେ ଗୋଡ଼ାଇଲେ ଅସାହେଲ୍ର ମୃତ ଶରୀର ଭୂମି ଉପରେ ସେହିଠାରେ ପଡ଼ି ରହିଥିଲା। ଯେତେ ଲୋକ ସେ ବାଟ ଦେଇ ଦୌଡ଼ୁ ଥିଲେ, ସମସ୍ତେ ସେହିଠାରେ ଅଟକି ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସେ ଫେରିବାକୁ ମନା କଲା; ଏଣୁ ଅବ୍ନର ବର୍ଚ୍ଛାର ପଛ ଅଗରେ ତାହାର ପେଟ ଭୁସି ଦିଅନ୍ତେ, ବର୍ଚ୍ଛା ତାହାର ପଛଆଡ଼େ ଫୁଟି ବାହାରିଲା; ତହୁଁ ସେ ସେହିଠାରେ ପଡ଼ି ସେହି ସ୍ଥାନରେ ମଲା; ପୁଣି ଯେତେ ଲୋକ ଅସାହେଲର ପଡ଼ିବା ଓ ମରିବା ସ୍ଥାନକୁ ଆସିଲେ, ସେମାନେ ଠିଆ ହୋଇ ରହିଲେ।
Odia IRV 2017 (ଓଡିଆ ବାଇବେଲ)