2 Samuel 2:24 — Compare Translations

5 translations compared side by side

Odia - 1840
"କିନ୍ତୁ ଯୋୟାବ ଓ ଅବୀଶଯ ଅବନର ପଛ ରେ ଗୋଡ଼ାଇଲେ, ସମାନେେ ଯେତବେେଳେ ଅମା ପର୍ବତ ନିକଟରେ ପହନ୍ଚିଲେ, ସେତବେେଳକେକ୍ସ୍ଟ ସୂର୍ୟ୍ଯାସ୍ତ ହାଇୟୋଇ ଥିଲା। ଗିବିଯୋନ ମରକ୍ସ୍ଟଭୂମିର ପଥ ନିକଟବର୍ତ୍ତି ଗୀଆ ପୂର୍ବରକ୍ସ୍ଟ ଅମା ପର୍ବତ ଉପସ୍ଥିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯୋୟାବ ଓ ଅବୀଶୟ ଅବ୍ନରର ପଛେ ପଛେ ଗୋଡ଼ାଇଲେ; ପୁଣି ସେମାନେ ଗିବୀୟୋନ ପ୍ରାନ୍ତରର ପଥ ନିକଟବର୍ତ୍ତୀ ଗୀଆ ସମ୍ମୁଖସ୍ଥ ଅମା ପର୍ବତ ନିକଟରେ ଉପସ୍ଥିତ ହେବା ବେଳକୁ ସୂର୍ଯ୍ୟାସ୍ତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୋୟାବ ଓ ଅବୀଶୟ ଅ‌‌ବ୍‌‌ନର ପଛରେ ଗୋଡ଼ାଇଲେ, ସେମାନେ ଯେତେବେଳେ ଅମା ପର୍ବତ ନିକଟରେ ପହଞ୍ଚିଲେ, ସେତେବେଳକୁ ସୂର୍ଯ୍ୟାସ୍ତ ହୋଇଯାଇ ଥିଲା। ଗିବିୟୋନ ମରୁଭୂମିର ପଥ ନିକଟବର୍ତ୍ତି ଗୀଆ ପୂର୍ବରୁ ଅମା ପର୍ବତ ଉପସ୍ଥିତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯୋୟାବ ଓ ଅବୀଶୟ ଅବ୍‍ନରର ପଛେ ପଛେ ଗୋଡ଼ାଇଲେ; ପୁଣି ସେମାନେ ଗିବୀୟୋନ୍‍ ପ୍ରାନ୍ତରର ପଥ ନିକଟବର୍ତ୍ତୀ ଗୀଆ ସମ୍ମୁଖସ୍ଥ ଅମା ପର୍ବତ ନିକଟରେ ଉପସ୍ଥିତ ହେବା ବେଳକୁ ସୂର୍ଯ୍ୟାସ୍ତ ହେଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯୋୟାବ ଓ ଅବୀଶୟ ଅବ୍‍ନରର ପଛେ ପଛେ ଗୋଡ଼ାଇଲେ; ପୁଣି ସେମାନେ ଗିବୀୟୋନ୍‍ ପ୍ରାନ୍ତରର ପଥ ନିକଟବର୍ତ୍ତୀ ଗୀଆ ସମ୍ମୁଖସ୍ଥ ଅମା ପର୍ବତ ନିକଟରେ ଉପସ୍ଥିତ ହେବା ବେଳକୁ ସୂର୍ଯ୍ୟାସ୍ତ ହେଲା।