2 Samuel 2:25 — Compare Translations
5 translations compared side by side
Odia - 1840
"ବିନ୍ଯାମୀନର ପରିବାରବର୍ଗ ଅବନର ଚତକ୍ସ୍ଟଃପାଶର୍ବ ରେ ପର୍ବତର ଶିର୍ଷ ରେ ଘରେି ରହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ମଧ୍ୟରେ ବିନ୍ୟାମୀନ-ସନ୍ତାନଗଣ ଅବ୍ନରର ପଶ୍ଚାତ୍ ମିଳି ଏକ ଦଳ ହୋଇ ଗୋଟିଏ ପର୍ବତ ଶୃଙ୍ଗରେ ଠିଆ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବିନ୍ୟାମୀନର ପରିବାରବର୍ଗ ଅବ୍ନର ଚତୁର୍ପାର୍ଶ୍ୱରେ ପର୍ବତର ଶିର୍ଷରେ ଘେରି ରହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ ବିନ୍ୟାମୀନ୍-ସନ୍ତାନଗଣ ଅବ୍ନରର ପଶ୍ଚାତ୍ ମିଳି ଏକ ଦଳ ହୋଇ ଗୋଟିଏ ପର୍ବତ ଶୃଙ୍ଗରେ ଠିଆ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥି ମଧ୍ୟରେ ବିନ୍ୟାମୀନ୍-ସନ୍ତାନଗଣ ଅବ୍ନରର ପଶ୍ଚାତ୍ ମିଳି ଏକ ଦଳ ହୋଇ ଗୋଟିଏ ପର୍ବତ ଶୃଙ୍ଗରେ ଠିଆ ହେଲେ।