2 Samuel 2:26 — Compare Translations
5 translations compared side by side
Odia - 1840
"ଅବ୍ନର ଯୋୟାବକକ୍ସ୍ଟ ଡାକି କହିଲେ, ଆମ୍ଭେ ନିଶ୍ଚିତ ୟକ୍ସ୍ଟଦ୍ଧ କରୁଥିବା ଓ ପରସ୍ପରକକ୍ସ୍ଟ ଚିରଦିନ ହତ୍ଯା କରୁଥିବା କି? ତୁମ୍ଭେ ନିଶ୍ଚିତ ରେ ଜାଣ ଯେ, ଏହା ଦକ୍ସ୍ଟଃଖଦ ପୂର୍ଣ୍ଣ ଶଷେ ହବେ। ତୁମ୍ଭମାନଙ୍କର ଲୋକମାନଙ୍କୁ କକ୍ସ୍ଟହ ସମାନଙ୍କେର ଭାଇମାନଙ୍କ ପଛ ରେ ନ ଗୋଡ଼ାଇବା ପାଇଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଅବ୍ନର ଯୋୟାବକୁ ଡାକି କହିଲା, ଖଡ଼୍ଗ କʼଣ ସର୍ବଦା ଗ୍ରାସ କରିବ? ଶେଷରେ ତାହା ଯେ ତିକ୍ତ ହେବ, ଏହା କʼଣ ତୁମ୍ଭେ ଜାଣ ନାହିଁ? ତେବେ ତୁମ୍ଭେ ଲୋକମାନଙ୍କୁ ସେମାନଙ୍କ ଭାଇମାନଙ୍କ ପଶ୍ଚାଦ୍ଗମନରୁ ଫେରିବା ପାଇଁ କେତେ କାଳ ଆଜ୍ଞା ନ ଦେବ?
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ନର ଯୋୟାବକୁ ଡାକି କହିଲେ, “ଆମ୍ଭେ ନିଶ୍ଚିତ ଯୁଦ୍ଧ କରୁଥିବା ଓ ପରସ୍ପରକୁ ଚିରଦିନ ହତ୍ୟା କରୁଥିବା କି? ତୁମ୍ଭେ ନିଶ୍ଚିତରେ ଜାଣ ଯେ, ଏହା ଦୁଃଖଦ ପୂର୍ଣ୍ଣ ଶେଷ ହେବ। ତୁମ୍ଭମାନଙ୍କର ଲୋକମାନଙ୍କୁ କୁହ ସେମାନଙ୍କର ଭାଇମାନଙ୍କ ପଛରେ ନ ଗୋଡ଼ାଇବା ପାଇଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଅବ୍ନର ଯୋୟାବକୁ ଡାକି କହିଲା, “ଖଡ୍ଗ କʼଣ ସର୍ବଦା ଗ୍ରାସ କରିବ? ଶେଷରେ ତାହା ଯେ ତିକ୍ତ ହେବ, ଏହା କʼଣ ତୁମ୍ଭେ ଜାଣ ନାହିଁ? ତେବେ ତୁମ୍ଭେ ଲୋକମାନଙ୍କୁ ସେମାନଙ୍କ ଭାଇମାନଙ୍କ ପଶ୍ଚାଦ୍ଗମନରୁ ଫେରିବା ପାଇଁ କେତେ କାଳ ଆଜ୍ଞା ନ ଦେବ?”
Odia IRV 2017 (ଓଡିଆ ବାଇବେଲ)
ତେବେ ଅବ୍ନର ଯୋୟାବକୁ ଡାକି କହିଲା, “ଖଡ୍ଗ କ’ଣ ସର୍ବଦା ଗ୍ରାସ କରିବ? ଶେଷରେ ତାହା ଯେ ତିକ୍ତ ହେବ, ଏହା କ’ଣ ତୁମ୍ଭେ ଜାଣ ନାହିଁ? ତେବେ ତୁମ୍ଭେ ଲୋକମାନଙ୍କୁ ସେମାନଙ୍କ ଭାଇମାନଙ୍କ ପଶ୍ଚାଦ୍ଗମନରୁ ଫେରିବା ପାଇଁ କେତେ କାଳ ଆଜ୍ଞା ନ ଦେବ?”