2 Samuel 2:27 — Compare Translations
5 translations compared side by side
Odia - 1840
"ତା'ପରେ ଯୋୟାବ କହିଲା, ତୁମ୍ଭେ ଗୋଟିଏ ଭଲ କଥା କହିଲ, ପରମେଶ୍ବର ଜୀବିତ ଥିବା ପ୍ରମାଣେ, ଯଦି ତୁମ୍ଭେ ଏହାପରି କହି ନଥାନ୍ତ, ଲୋକମାନେ ସମାନଙ୍କେର ନିଜର ଭାଇମାନଙ୍କ ପଛ ରେ ପ୍ରଭାତ ପର୍ୟ୍ଯନ୍ତ ଗୋଡାଉ ଥାନ୍ତେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯୋୟାବ କହିଲା, ପରମେଶ୍ଵର ଜୀବିତ ଥିବା ପ୍ରମାଣେ (କହୁ), ତୁମ୍ଭେ କହି ନ ଥିଲେ ତ ଲୋକମାନେ ନିଶ୍ଚୟ ସକାଳୁ ବାହାରି ଯାଇଥାʼନ୍ତେ ଓ ପ୍ରତ୍ୟେକେ ଆପଣା ଭାଇ ପଛରେ ଗୋଡ଼ାଇ ନ ଥାʼନ୍ତେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୋୟାବ କହିଲା, “ତୁମ୍ଭେ ଗୋଟିଏ ଭଲ କଥା କହିଲ, ପରମେଶ୍ୱର ଜୀବିତ ଥିବା ପ୍ରମାଣେ, ଯଦି ତୁମ୍ଭେ ଏହିପରି କହି ନ ଥା’ନ୍ତ, ଲୋକମାନେ ସେମାନଙ୍କର ନିଜର ଭାଇମାନଙ୍କ ପଛରେ ପ୍ରଭାତ ପର୍ଯ୍ୟନ୍ତ ଗୋଡ଼ାଉ ଥା’ନ୍ତେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯୋୟାବ କହିଲା, “ପରମେଶ୍ୱର ଜୀବିତ ଥିବା ପ୍ରମାଣେ (କହୁ), ତୁମ୍ଭେ କହି ନ ଥିଲେ ତ ମୋର ସୈନିକମାନେ ନିଶ୍ଚୟ ସକାଳ ପର୍ଯ୍ୟନ୍ତ ପ୍ରତ୍ୟେକେ ଆପଣା ଭାଇ ପଛରେ ଗୋଡ଼ାଇ ଥାʼନ୍ତେ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯୋୟାବ କହିଲା, “ପରମେଶ୍ୱର ଜୀବିତ ଥିବା ପ୍ରମାଣେ (କହୁ), ତୁମ୍ଭେ କହି ନ ଥିଲେ ତ ମୋର ସୈନିକମାନେ ନିଶ୍ଚୟ ସକାଳ ପର୍ଯ୍ୟନ୍ତ ପ୍ରତ୍ୟେକେ ଆପଣା ଭାଇ ପଛରେ ଗୋଡ଼ାଇ ଥା’ନ୍ତେ।”