2 Samuel 2:28 — Compare Translations

5 translations compared side by side

Odia - 1840
"ତେଣୁ ଯୋୟାବ ତୂରୀ ବଜାଇଲେ ଓ ଲୋକମାନେ ଇଶ୍ରାୟେଲୀୟମାନଙ୍କ ପଛ ରେ ଦୌଡିବା ବନ୍ଦ କଲେ। ତା'ପରେ ସମାନେେ ଆଉ ୟକ୍ସ୍ଟଦ୍ଧ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯୋୟାବ ତୂରୀ ବଜାନ୍ତେ, ସମସ୍ତ ଲୋକ ଠିଆ ହୋଇ ରହିଲେ ଓ ଇସ୍ରାଏଲ ପଛରେ ଆଉ ଗୋଡ଼ାଇଲେ ନାହିଁ, କି ଆଉ ଯୁଦ୍ଧ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯୋୟାବ ତୂରୀ ବଜାଇଲେ ଓ ଲୋକମାନେ ଇସ୍ରାଏଲୀୟମାନଙ୍କ ପଛରେ ଦୌଡ଼ିବା ବନ୍ଦ କଲେ। ତା’ପରେ ସେମାନେ ଆଉ ଯୁଦ୍ଧ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯୋୟାବ ତୂରୀ ବଜାନ୍ତେ, ସମସ୍ତ ଲୋକ ଅଟକି ରହିଲେ ଓ ଇସ୍ରାଏଲ ପଛରେ ଆଉ ଗୋଡ଼ାଇଲେ ନାହିଁ, କି ଆଉ ଯୁଦ୍ଧ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯୋୟାବ ତୂରୀ ବଜାନ୍ତେ, ସମସ୍ତ ଲୋକ ଅଟକି ରହିଲେ ଓ ଇସ୍ରାଏଲ ପଛରେ ଆଉ ଗୋଡ଼ାଇଲେ ନାହିଁ, କି ଆଉ ଯୁଦ୍ଧ କଲେ ନାହିଁ।