2 Samuel 2:29 — Compare Translations

5 translations compared side by side

Odia - 1840
"ଅବ୍ନର ଓ ତାଙ୍କର ଲୋକମାନେ ସେ ରାତ୍ରି ତମାମ ୟର୍ଦ୍ଦନ ଉପତ୍ୟକା ଦଇେ ଗମନ କଲେ ଓ ସମାନେେ ୟର୍ଦ୍ଦନ ନଦୀ ପାର ହେଲ ଓ ସମାନେେ ମହନଯିମକକ୍ସ୍ଟ ପହଞ୍ଚିବା ପର୍ୟ୍ଯନ୍ତ ଦିନସାରା ଗମନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଅବ୍ନର ଓ ତାହାର ଲୋକମାନେ ସେହି ରାତ୍ରିଯାକ ପଦାଭୂମି ଦେଇ ଗମନ କଲେ ଓ ସେମାନେ ଯର୍ଦ୍ଦନ ପାର ହୋଇ ସମୁଦାୟ ବିଥ୍ରୋଣ ଦେଇ ଯାଇ ମହନୟିମରେ ଉପସ୍ଥିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅ‌‌ବ୍‌‌ନର ଓ ତାଙ୍କର ଲୋକମାନେ ସେ ରାତ୍ରି ତମାମ ଯର୍ଦ୍ଦନ ଉପତ୍ୟକା ଦେଇ ଗମନ କଲେ ଓ ସେମାନେ ଯର୍ଦ୍ଦନ ନଦୀ ପାର ହେଲେ ଓ ସେମାନେ ମହନୟିମକୁ ପହଞ୍ଚିବା ପର୍ଯ୍ୟନ୍ତ ଦିନସାରା ଗମନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଅବ୍‍ନର ଓ ତାହାର ଲୋକମାନେ ସେହି ରାତ୍ରିସାରା ପଦାଭୂମି ଦେଇ ଗମନ କଲେ ଓ ସେମାନେ ଯର୍ଦ୍ଦନ ପାର ହୋଇ ସମୁଦାୟ ବିଥ୍ରୋଣ ଦେଶ ଦେଇ ଯାଇ ମହନୟିମରେ ଉପସ୍ଥିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଅବ୍‍ନର ଓ ତାହାର ଲୋକମାନେ ସେହି ରାତ୍ରିସାରା ପଦାଭୂମି ଦେଇ ଗମନ କଲେ ଓ ସେମାନେ ଯର୍ଦ୍ଦନ ପାର ହୋଇ ସମୁଦାୟ ବିଥ୍ରୋଣ ଦେଶ ଦେଇ ଯାଇ ମହନୟିମରେ ଉପସ୍ଥିତ ହେଲେ।