2 Samuel 2:3 — Compare Translations
5 translations compared side by side
Odia - 1840
"ଦାଉଦ ତାଙ୍କର ଲୋକମାନଙ୍କୁ ଓ ସମାନଙ୍କେର ପରିବାରବର୍ଗମାନଙ୍କୁ ସାଙ୍ଗ ରେ ନଇଗେଲେ। ଏବଂ ସମାନେେ ସମସ୍ତେ ସହେି ହିବ୍ରୋଣ ସହର ରେ ଓ ତା'ର ପାଖାପାଖି ସହର ରେ ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦାଉଦ ଆପଣା ସଙ୍ଗୀମାନଙ୍କୁ ସେମାନଙ୍କ ପରିବାର ସମେତ ଆଣିଲେ; ତହିଁରେ ସେମାନେ ହିବ୍ରୋଣର ନଗରମାନରେ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ତାଙ୍କର ଲୋକମାନଙ୍କୁ ଓ ସେମାନଙ୍କର ପରିବାରବର୍ଗମାନଙ୍କୁ ସାଙ୍ଗରେ ନେଇଗଲେ। ଏବଂ ସେମାନେ ସମସ୍ତେ ସେହି ହିବ୍ରୋଣ ସହରରେ ଓ ତା’ର ପାଖାପାଖି ସହରରେ ବାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦାଉଦ ମଧ୍ୟ ଆପଣା ସଙ୍ଗୀମାନଙ୍କୁ ପୁଣି ସେମାନଙ୍କର ପରିବାରବର୍ଗଙ୍କୁ ନେଲେ; ତହିଁରେ ସେମାନେ ହିବ୍ରୋଣର ନଗରମାନରେ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଦାଉଦ ମଧ୍ୟ ଆପଣା ସଙ୍ଗୀମାନଙ୍କୁ ପୁଣି ସେମାନଙ୍କର ପରିବାରବର୍ଗଙ୍କୁ ନେଲେ; ତହିଁରେ ସେମାନେ ହିବ୍ରୋଣର ନଗରମାନରେ ବାସ କଲେ।