2 Samuel 2:30 — Compare Translations

5 translations compared side by side

Odia - 1840
"ଯୋୟାବ ପଶ୍ଚାଧାବନ ବନ୍ଦ କରି ଗଣି ଦେଖିଲେ, ଅସା ହେଲକକ୍ସ୍ଟ ମିଶାଇ ଦାଉଦଙ୍କର ସୈନ୍ଯମାନଙ୍କ ମଧ୍ଯରକ୍ସ୍ଟ ଉଣାଇଶ ଜଣ ନାହିଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯୋୟାବ ଅବ୍ନରର ପଶ୍ଚାଦ୍ଗମନରୁ ଫେରିଲା; ପୁଣି ସେ ସମୁଦାୟ ଲୋକଙ୍କୁ ଏକତ୍ର କରନ୍ତେ, ଦାଉଦଙ୍କର ଦାସମାନଙ୍କ ମଧ୍ୟରୁ ଊଣାଇଶ ଜଣର ଓ ଅସାହେଲର ଅଭାବ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାବ ପଶ୍ଚା‌‌ଦ୍‌ଧାବନ ବନ୍ଦ କରି ଗଣି ଦେଖିଲେ, ଅସାହେ‌ଲ୍‌କୁ ମିଶାଇ ଦାଉଦଙ୍କର ସୈନ୍ୟମାନଙ୍କ ମଧ୍ୟରୁ ଊଣାଇଶ ଜଣ ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯୋୟାବ ଅବ୍‍ନରର ପଶ୍ଚାଦ୍‍ଗମନରୁ ଫେରିଲା; ପୁଣି ସେ ସମୁଦାୟ ଲୋକଙ୍କୁ ଏକତ୍ର କରନ୍ତେ, ଦାଉଦଙ୍କର ସୈନିକମାନଙ୍କ ମଧ୍ୟରୁ ଊଣେଇଶ ଜଣ ଓ ଅସାହେଲ ଅନୁପସ୍ଥିତ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯୋୟାବ ଅବ୍‍ନରର ପଶ୍ଚାଦ୍‍ଗମନରୁ ଫେରିଲା; ପୁଣି ସେ ସମୁଦାୟ ଲୋକଙ୍କୁ ଏକତ୍ର କରନ୍ତେ, ଦାଉଦଙ୍କର ସୈନିକମାନଙ୍କ ମଧ୍ୟରୁ ଊଣାଇଶ ଜଣ ଓ ଅସାହେଲ ଅନୁପସ୍ଥିତ ଥିଲେ।