2 Samuel 2:31 — Compare Translations

5 translations compared side by side

Odia - 1840
"କିନ୍ତୁ ଦାଉଦର ସୈନ୍ଯମାନେ ବିନ୍ଯାମୀନ ପରିବାରରକ୍ସ୍ଟ 360 ଜଣ ଅବନରର ଲୋକମାନଙ୍କୁ ମାରି ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଦାଉଦଙ୍କର ଦାସମାନେ ଆଘାତ କରିବାରୁ ବିନ୍ୟାମୀନର ଓ ଅବ୍ନରର ଲୋକମାନଙ୍କ ମଧ୍ୟରୁ ତିନି ଶହ ଷାଠିଏ ଲୋକ ମରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଦାଉଦଙ୍କର ସୈନ୍ୟମାନେ ବିନ୍ୟାମୀନ ପରିବାରରୁ 360 ଜଣ ଅ‌‌ବ୍‌‌ନର‌ର ଲୋକମାନଙ୍କୁ ମାରି ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଦାଉଦଙ୍କର ଦାସମାନେ ଆଘାତ କରିବାରୁ ବିନ୍ୟାମୀନ୍‍ର ଓ ଅବ୍‍ନରର ଲୋକମାନଙ୍କ ମଧ୍ୟରୁ ତିନି ଶହ ଷାଠିଏ ଲୋକ ମରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଦାଉଦଙ୍କର ଦାସମାନେ ଆଘାତ କରିବାରୁ ବିନ୍ୟାମୀନ୍‍ର ଓ ଅବ୍‍ନରର ଲୋକମାନଙ୍କ ମଧ୍ୟରୁ ତିନି ଶହ ଷାଠିଏ ଲୋକ ମରିଥିଲେ।