2 Samuel 2:4 — Compare Translations

5 translations compared side by side

Odia - 1840
"ୟିହକ୍ସ୍ଟଦାର ଲୋକମାନେ ହିବ୍ରୋଣକକ୍ସ୍ଟ ଆସି ଦାଉଦଙ୍କକ୍ସ୍ଟ ୟିହକ୍ସ୍ଟଦାର ରାଜା ଭାବରେ ଅଭିଷିକ୍ତ କଲେ। ତା'ପରେ ସମାନେେ ଦାଉଦଙ୍କକ୍ସ୍ଟ କହିଲେ, ୟାବେଶ୍ ଗିଲିଯଦୀଯମାନେ ଶାଉଲଙ୍କକ୍ସ୍ଟ କବର ଦେଲେ ବୋଲି ଲୋକମାନେ ଦାଉଦଙ୍କକ୍ସ୍ଟ ଜଣାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯିହୁଦାର ଲୋକମାନେ ଆସି ସେହି ସ୍ଥାନରେ ଦାଉଦଙ୍କୁ ଯିହୁଦା ବଂଶ ଉପରେ ରାଜାଭିଷିକ୍ତ କଲେ। ଏଉତ୍ତାରେ ଯାବେଶ୍-ଗିଲୀୟଦୀୟମାନେ ଶାଉଲଙ୍କୁ କବର ଦେଲେ ବୋଲି ଲୋକମାନେ ଦାଉଦଙ୍କୁ ଜଣାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ଲୋକମାନେ ହିବ୍ରୋଣକୁ ଆସି ଦାଉଦଙ୍କୁ ଯିହୁଦାର ରାଜା ଭାବରେ ଅଭିଷିକ୍ତ କଲେ। ତା’ପରେ ସେମାନେ ଦାଉଦଙ୍କୁ କହିଲେ, “ଯାବେଶ୍ ଗିଲିୟଦୀୟମାନେ ଶାଉଲଙ୍କୁ କବର ଦେଲେ ବୋଲି ଲୋକମାନେ ଦାଉଦଙ୍କୁ ଜଣାଇଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯିହୁଦାର ଲୋକମାନେ ଆସି ସେହି ସ୍ଥାନରେ ଦାଉଦଙ୍କୁ ଯିହୁଦା ବଂଶ ଉପରେ ରାଜାଭିଷିକ୍ତ କଲେ। ଏଉତ୍ତାରେ ଯେବେ ଲୋକମାନେ ଯାବେଶ-ଗିଲୀୟଦୀୟମାନେ ଶାଉଲଙ୍କୁ କବର ଦେଲେ ବୋଲି ଦାଉଦଙ୍କୁ ଜଣାଇଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯିହୁଦାର ଲୋକମାନେ ଆସି ସେହି ସ୍ଥାନରେ ଦାଉଦଙ୍କୁ ଯିହୁଦା ବଂଶ ଉପରେ ରାଜାଭିଷିକ୍ତ କଲେ। ଏଉତ୍ତାରେ ଗିଲୀୟଦ ଅଞ୍ଚଳର ଯାବେଶ୍‍ ନଗରର ଲୋକମାନେ ଶାଉଲଙ୍କୁ କବର ଦେଲେ ବୋଲି ଲୋକମାନେ ଦାଉଦଙ୍କୁ ଜଣାଇଲେ।