2 Samuel 2:5 — Compare Translations

5 translations compared side by side

Odia - 1840
"ଦାଉଦ ୟାବେଶ୍ ଗିଲିଯଦର ଲୋକମାନଙ୍କ ନିକଟକକ୍ସ୍ଟ ଦୂତଗଣ ପଠାଇଲେ ଓ କହିଲେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଆଶୀର୍ବାଦ କରନ୍ତକ୍ସ୍ଟ। କାରଣ ତୁମ୍ଭମାନେେ ନିଜର ପ୍ରଭକ୍ସ୍ଟ ଶାଉଲଙ୍କ ପ୍ରତି ଏହି ଦୟା ପ୍ରକାଶ କରି ତାଙ୍କୁ କବର ଦଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଦାଉଦ ଯାବେଶ୍-ଗିଲୀୟଦର ଲୋକମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଆଶୀର୍ବାଦପାତ୍ର, କାରଣ ତୁମ୍ଭେମାନେ ଆପଣା ପ୍ରଭୁ ଶାଉଲଙ୍କ ପ୍ରତି ଏହି ଦୟା ପ୍ରକାଶ କରି ତାଙ୍କୁ କବର ଦେଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଯାବେଶ୍ ଗିଲିୟଦର ଲୋକମାନଙ୍କ ନିକଟକୁ ଦୂତଗଣ ପଠାଇଲେ ଓ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ। କାରଣ ତୁମ୍ଭେମାନେ ନିଜର ପ୍ରଭୁ ଶାଉଲଙ୍କ ପ୍ରତି ଏହି ଦୟା ପ୍ରକାଶ କରି ତାଙ୍କୁ କବର ଦେଇଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଦାଉଦ ଯାବେଶ-ଗିଲୀୟଦର ଲୋକମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦ-ପାତ୍ର, କାରଣ ତୁମ୍ଭେମାନେ ଆପଣା ରାଜା ଶାଉଲଙ୍କ ପ୍ରତି ଏହି ଦୟା ପ୍ରକାଶ କରି ତାଙ୍କୁ କବର ଦେଇଅଛ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଦାଉଦ ଯାବେଶ୍‍-ଗିଲୀୟଦର ଲୋକମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦପାତ୍ର, କାରଣ ତୁମ୍ଭେମାନେ ଆପଣା ରାଜା ଶାଉଲଙ୍କ ପ୍ରତି ଏହି ଦୟା ପ୍ରକାଶ କରି ତାଙ୍କୁ କବର ଦେଇଅଛ।