2 Samuel 2:6 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୟା ଓ ବିଶ୍ବସ୍ତତା ପ୍ରକାଶ କରନ୍ତକ୍ସ୍ଟ। କାରଣ ତୁମ୍ଭମାନେେ ଏହି କର୍ମ କରିଥିବାରକ୍ସ୍ଟ ମୁ ମଧ୍ଯ ତୁମ୍ଭମାନଙ୍କୁ ସହେି ଦୟା ପ୍ରଦର୍ଶନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୟା ଓ ସତ୍ୟତା ପ୍ରକାଶ କରନ୍ତୁ; ପୁଣି ତୁମ୍ଭେମାନେ ଏହି କର୍ମ କରିବାରୁ ମୁଁ ମଧ୍ୟ ତୁମ୍ଭମାନଙ୍କୁ ସେହି ଦୟାର ପ୍ରତିଦାନ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୟା ଓ ବିଶ୍ୱସ୍ତତା ପ୍ରକାଶ କରନ୍ତୁ। କାରଣ ତୁମ୍ଭେମାନେ ଏହି କର୍ମ କରିଥିବାରୁ ମୁଁ ମଧ୍ୟ ତୁମ୍ଭମାନଙ୍କୁ ସେହି ଦୟା ପ୍ରଦର୍ଶନ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୟା ଓ ସତ୍ୟତା ପ୍ରକାଶ କରନ୍ତୁ; ପୁଣି ତୁମ୍ଭେମାନେ ଏହି କର୍ମ କରିବାରୁ ମୁଁ ମଧ୍ୟ ତୁମ୍ଭମାନଙ୍କୁ ସେହି ଦୟାର ପ୍ରତିଦାନ କରିବି।
Odia IRV 2017 (ଓଡିଆ ବାଇବେଲ)
ଏଣୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୟା ଓ ସତ୍ୟତା ପ୍ରକାଶ କରନ୍ତୁ; ପୁଣି ତୁମ୍ଭେମାନେ ଏହି କର୍ମ କରିବାରୁ ମୁଁ ମଧ୍ୟ ତୁମ୍ଭମାନଙ୍କୁ ସେହି ଦୟାର ପ୍ରତିଦାନ କରିବି।