2 Samuel 2:7 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ସାହାସୀ ଓ ଶକ୍ତିଶାଳୀ ହକ୍ସ୍ଟଅ। ତୁମ୍ଭର ରାଜା ଶାଉଲ ମୃତ, କିନ୍ତୁ ତୁମ୍ଭର ୟିହକ୍ସ୍ଟଦାର ପରିବାରବର୍ଗ ମାେତେ ରାଜା ଭାବରେ ଅଭିଷିକ୍ତ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଏବେ ତୁମ୍ଭମାନଙ୍କ ହସ୍ତ ସବଳ ହେଉ ଓ ତୁମ୍ଭେମାନେ ବିକ୍ରମଶାଳୀ ହୁଅ; କାରଣ ତୁମ୍ଭମାନଙ୍କ ପ୍ରଭୁ ଶାଉଲ ମରିଅଛନ୍ତି, ମଧ୍ୟ ଯିହୁଦା ବଂଶ ଆପଣା ଉପରେ ମୋତେ ରାଜାଭିଷିକ୍ତ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସାହସୀ ଓ ଶକ୍ତିଶାଳୀ ହୁଅ। ତୁମ୍ଭର ରାଜା ଶାଉଲ ମୃତ, କିନ୍ତୁ ତୁମ୍ଭର ଯିହୁଦାର ପରିବାରବର୍ଗ ମୋତେ ରାଜା ଭାବରେ ଅଭିଷିକ୍ତ କରିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଏବେ ତୁମ୍ଭମାନଙ୍କ ହସ୍ତ ସବଳ ହେଉ ଓ ତୁମ୍ଭେମାନେ ସାହସିକ ହୁଅ; କାରଣ ତୁମ୍ଭମାନଙ୍କ ରାଜା ଶାଉଲ ମରିଅଛନ୍ତି, ମଧ୍ୟ ଯିହୁଦା ବଂଶ ଆପଣା ଉପରେ ମୋତେ ରାଜାଭିଷିକ୍ତ କରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଏବେ ତୁମ୍ଭମାନଙ୍କ ହସ୍ତ ସବଳ ହେଉ ଓ ତୁମ୍ଭେମାନେ ସାହସିକ ହୁଅ; କାରଣ ତୁମ୍ଭମାନଙ୍କ ରାଜା ଶାଉଲ ମରିଅଛନ୍ତି, ମଧ୍ୟ ଯିହୁଦା ବଂଶ ଆପଣା ଉପରେ ମୋତେ ରାଜାଭିଷିକ୍ତ କରିଅଛନ୍ତି।”