2 Samuel 2:9 — Compare Translations

5 translations compared side by side

Odia - 1840
"ଏବଂ ତାଙ୍କୁ ଗିଲିଯଦ, ଅଶୂରି, ୟିଷ୍ରିଯଲେ ଓ ଇଫ୍ରଯିମ, ବିନ୍ଯାମୀନ ଓ ସମସ୍ତ ଇଶ୍ରାୟେଲର ରାଜା ଭାବରେ ଅଭିଷିକ୍ତ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗିଲୀୟଦ ଓ ଅଶୂରି ଓ ଯିଷ୍ରିୟେଲ ଓ ଇଫ୍ରୟିମ ଓ ବିନ୍ୟାମୀନ ଓ ସମସ୍ତ ଇସ୍ରାଏଲ ଉପରେ ରାଜା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ତାଙ୍କୁ ଗିଲିୟଦ, ଅଶୂରି, ଯିଷ୍ରିୟେଲ ଓ ଇଫ୍ରୟିମ, ବିନ୍ୟାମୀନ ଓ ସମସ୍ତ ଇସ୍ରାଏଲର ରାଜା ଭାବରେ ଅଭିଷିକ୍ତ କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗିଲୀୟଦ ଓ ଅଶୂରି ଓ ଯିଷ୍ରିୟେଲ ଓ ଇଫ୍ରୟିମ ଓ ବିନ୍ୟାମୀନ୍ ଓ ସମସ୍ତ ଇସ୍ରାଏଲ ଉପରେ ରାଜା କଲେ।
Odia IRV 2017 (ଓଡିଆ ବାଇବେଲ)
ଗିଲୀୟଦ ଓ ଅଶୂରି ଓ ଯିଷ୍ରିୟେଲ ଓ ଇଫ୍ରୟିମ ଓ ବିନ୍ୟାମୀନ୍ ଓ ସମସ୍ତ ଇସ୍ରାଏଲ ଉପରେ ରାଜା କଲେ।