2 Samuel 20:10 — Compare Translations
5 translations compared side by side
Odia - 1840
"ମାତ୍ର ଯୋୟାବର ହସ୍ତସ୍ଥିତ ଖଡ୍ଗ ପ୍ରତି ଅମାସା କିଛି ଦୃଷ୍ଟି ଦଲୋ ନାହିଁ। ଏବଂ ଯୋୟାବ ସହେି ଖଡ୍ଗ ରେ ତା'ର ଉଦରକକ୍ସ୍ଟ ଆଘାତ କରି ତାହାର ଅନ୍ତବକ୍ସ୍ଟଜକ୍ସ୍ଟଳି କାଢି ଭୂମିରେ ପକାଇ ଦଲୋ। ସେ ଦ୍ବିତୀୟ ଥର ଆଘାତ କଲା ନାହିଁ। ସେଥି ରେ ହିଁ ସେ ମରି ୟାଇଥିଲା। ତା'ପରେ ଯୋୟାବ ଏବଂ ତାହାର ଭାଇ ଅବୀଶଯ ବିଖ୍ରିର ପକ୍ସ୍ଟତ୍ର ପଛ ରେ ଗୋଡ଼ାଇବାକକ୍ସ୍ଟ ଆରମ୍ଭ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯୋୟାବର ହସ୍ତସ୍ଥିତ ଖଡ଼୍ଗ ପ୍ରତି ଅମାସା କିଛି ମନୋଯୋଗ କଲା ନାହିଁ; ତହୁଁ ଯୋୟାବ ସେହି ଖଡ଼୍ଗରେ ତାହାର ଉଦରକୁ ଆଘାତ କରି ତାହାର ଅନ୍ତବୁଜୁଳି କାଢ଼ି ଭୂମିରେ ପକାଇ ଦେଲା, ସେ ଦ୍ଵିତୀୟ ଥର ଆଘାତ କଲା ନାହିଁ; ତହିଁରେ ହିଁ ସେ ମଲା । ଏଉତ୍ତାରେ ଯୋୟାବ ଓ ତାହାର ଭ୍ରାତା ଅବୀଶୟ ବିଖ୍ରିର ପୁତ୍ର ଶେବଃର ପଛେ ଗୋଡ଼ାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯୋୟାବର ହସ୍ତସ୍ଥିତ ଖଡ଼୍ଗ ପ୍ରତି ଅମାସା କିଛି ଦୃଷ୍ଟି ଦେଲା ନାହିଁ। ଏବଂ ଯୋୟାବ ସେହି ଖଡ଼୍ଗରେ ତା’ର ଉଦରକୁ ଆଘାତ କରି ତାହାର ଅନ୍ତବୁଜୁଳି କାଢ଼ି ଭୂମିରେ ପକାଇ ଦେଲା। ସେ ଦ୍ୱିତୀୟ ଥର ଆଘାତ କଲା ନାହିଁ। ସେଥିରେ ହିଁ ସେ ମରି ଯାଇଥିଲା। ତା’ପରେ ଯୋୟାବ ଏବଂ ତାହାର ଭାଇ ଅବୀଶୟ ବିଖ୍ରିର ପୁତ୍ର ପଛରେ ଗୋଡ଼ାଇବାକୁ ଆରମ୍ଭ କଲେ। ଦାଉଦଙ୍କର ଲୋକମାନେ ଶେବଃର ଅନୁସନ୍ଧାନରେ ଲାଗି ରହିଲେ ଯୋୟାବ ଓ ତା’ର ଭ୍ରାତା ଅବୀଶୟ ବିଖ୍ରିର ପୁତ୍ର ଶେବଃର ପଛେ ପଛେ ଗୋଡ଼ାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯୋୟାବର ବାମ ହସ୍ତରେ ଥିବା ଖଡ୍ଗ ପ୍ରତି ଅମାସା କିଛି ମନୋଯୋଗ କଲା ନାହିଁ; ତହୁଁ ଯୋୟାବ ସେହି ଖଡ୍ଗରେ ତାହାର ଉଦରକୁ ଆଘାତ କରି ତାହାର ଅନ୍ତବୁଜୁଳି କାଢ଼ି ଭୂମିରେ ପକାଇଦେଲା, ସେ ଦ୍ୱିତୀୟ ଥର ଆଘାତ କଲା ନାହିଁ; ତହିଁରେ ହିଁ ସେ ମଲା। ଏଉତ୍ତାରେ ଯୋୟାବ ଓ ତାହାର ଭ୍ରାତା ଅବୀଶୟ ବିଖ୍ରିିର ପୁତ୍ର ଶେବଃର ପଛେ ଗୋଡ଼ାଇଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯୋୟାବର ବାମ ହସ୍ତରେ ଥିବା ଖଡ୍ଗ ପ୍ରତି ଅମାସା କିଛି ମନୋଯୋଗ କଲା ନାହିଁ; ତହୁଁ ଯୋୟାବ ସେହି ଖଡ୍ଗରେ ତାହାର ଉଦରକୁ ଆଘାତ କରି ତାହାର ଅନ୍ତବୁଜୁଳି କାଢ଼ି ଭୂମିରେ ପକାଇ ଦେଲା, ସେ ଦ୍ୱିତୀୟ ଥର ଆଘାତ କଲା ନାହିଁ; ତହିଁରେ ହିଁ ସେ ମଲା। ଏଉତ୍ତାରେ ଯୋୟାବ ଓ ତାହାର ଭ୍ରାତା ଅବୀଶୟ ବିଖ୍ରିିର ପୁତ୍ର ଶେବଃର ପଛେ ଗୋଡ଼ାଇଲେ।