2 Samuel 20:11 — Compare Translations

5 translations compared side by side

Odia - 1840
"ଯୋୟାବର ଜଣେ ୟକ୍ସ୍ଟବା ଲୋକ ଅମାସାଙ୍କ ଶରୀର ନିକଟରେ ଠିଆ ହାଇେ କହିଲା, ଯେଉଁମାନେ ଯୋୟାବକକ୍ସ୍ଟ ଭଲପାଆନ୍ତି ଓ ଯେଉଁମାନେ ଦାଉଦଙ୍କ ପକ୍ଷ, ସମାନେେ ଯୋୟାବର ପେଛ ପେଛ ୟାଆନ୍ତକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ମଧ୍ୟରେ ଯୋୟାବର ଜଣେ ଯୁବା ଲୋକ ତାହା ନିକଟରେ ଠିଆ ହୋଇ କହିଲା, ଯେ ଯୋୟାବକୁ ଭଲ ପାଏ ଓ ଯେ ଦାଉଦଙ୍କର ପକ୍ଷ, ସେ ଯୋୟାବର ପଛେ ଯାଉ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାବର ଜଣେ ଯୁବା ଲୋକ ଅମାସାଙ୍କ ଶରୀର ନିକଟରେ ଠିଆ ହୋଇ କହିଲା, “ଯେଉଁମାନେ ଯୋୟାବକୁ ଭଲପାଆନ୍ତି ଓ ଯେଉଁମାନେ ଦାଉଦଙ୍କ ପକ୍ଷ, ସେମାନେ ଯୋୟାବର ପଛେ ପଛେ ଯାଆନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ ଯୋୟାବର ଜଣେ ଲୋକ ତାହା ନିକଟରେ ଠିଆ ହୋଇ କହିଲା, “ଯେ ଯୋୟାବକୁ ଭଲ ପାଏ ଓ ଯେ ଦାଉଦଙ୍କର ପକ୍ଷ, ସେ ଯୋୟାବର ପଛେ ଯାଉ।”
Odia IRV 2017 (ଓଡିଆ ବାଇବେଲ)
ଏଥି ମଧ୍ୟରେ ଯୋୟାବର ଜଣେ ଲୋକ ତାହା ନିକଟରେ ଠିଆ ହୋଇ କହିଲା, “ଯେ ଯୋୟାବକୁ ଭଲ ପାଏ ଓ ଯେ ଦାଉଦଙ୍କର ପକ୍ଷ, ସେ ଯୋୟାବର ପଛେ ଯାଉ।”